Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟଙ୍କା ପାଇଁ ସାଙ୍ଗକୁ ବିଚ୍ ବଜାରରେ ହତ୍ୟା କଲେ ଯୁବକ

by ସଞ୍ଜୟ ସ୍ୱାଇଁ
February 17, 2024
in Crime, State
ଟଙ୍କା ପାଇଁ ସାଙ୍ଗକୁ ବିଚ୍ ବଜାରରେ ହତ୍ୟା କଲେ ଯୁବକ
101
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ଟଙ୍କା ପାଇଁ ସାଙ୍ଗକୁ ବିଚ୍ ବଜାରରେ ହତ୍ୟା କଲେ ଯୁବକ। ଘଟଣା ଘଟିଛି ରାଉରକେଲା ଝିରପାଣି ଥାନା ଅନ୍ତର୍ଗତ ମାଛ ମାର୍କେଟ ଅଞ୍ଚଳରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ବର୍ଟୋଲି ଅଞ୍ଚଳର ନିହାର ରଞ୍ଜନ ଆଚାର୍ଯ୍ୟ। ପୁଲିସ ଅଭିଯୁକ୍ତ କେବଳ ସିଂହକୁ ଅଟକ ରଖି ପଚରାଉଚରା କରୁଛି। ଗତକାଲି ରାତିରେ ମାଛ ମାର୍କେଟ ଭଳି ଜନଗହଳିପୂର୍ଣ୍ଣ ସ୍ଥାନରେ ନିହାରଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରିଥିଲା କେବଳ। ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା। ଟଙ୍କା କାରବାରକୁ ନେଇ ଏହି ହତ୍ୟା କାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ପୁଲିସ କେବଳଙ୍କୁ ଅଟକ ରଖି ପଚରାଉଚରା କରୁଛି। ଝିରପାଣି ପୁଲିସ ଏବଂ DSP ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛନ୍ତି। ନିହାର ଓ କେବଳ ଉଭୟ ବନ୍ଧୁ ଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!