Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରାଉନସୁଗାର ଡିଲବେଳେ ଲେଡିଡନ ସମେତ ୬ଗିରଫ

by ସଞ୍ଜୟ ସ୍ୱାଇଁ
February 20, 2024
in Crime, State
ବ୍ରାଉନସୁଗାର ଡିଲବେଳେ ଲେଡିଡନ ସମେତ ୬ଗିରଫ
120
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ଖୋର୍ଦ୍ଧାରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଧଳା ଜହର ବେପାର। ପୋଲିସ ଯେତେ ଧରିଲେ ମଧ୍ୟ ଏହି ନିଶା କାରବାର ସେତେ ବଢୁଛି। ଜେଲ ଭିତରେ ଥାଇ ମୋବାଇଲ ଯୋଗେ କରୁଥିଲେ ଡିଲ। ଜେଲ ସୂପରିଟେଣ୍ଡଙ୍କ ଠାରୁ ସୁରାକ ପାଇ ଏସଡିପିଓ ଦିଲ୍ଲୀପ କୁମାର ଦାସଙ୍କ ନେତୃତ୍ୱରେ ଏକ ଟିମ୍ ଆଦର୍ଶ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ମହୋତ୍ସବ ପଡ଼ିଆରେ ଚଢ଼ାଉ କରିଥିଲା। ସେଠାରୁ ୬ଜଣଙ୍କୁ ଗିରଫ କରିବା ସହ ୨୬୨ଗ୍ରାମ ବ୍ରାଉନ ସୁଗର, ଦାମୀ ମୋବାଇଲ, ଏକ ସ୍କର୍ପିଓ ଗାଡ଼ି ଜବତ କରିଛି। ଗିରଫ ନିଶା ମାଫିଆମାନେ ପୂର୍ବରୁ ମଧ୍ୟ ଏହି ଧଳା ଜହର ବେପାରରେ ସଂପୃକ୍ତ ରହିଥିଲେ ବୋଲି ଖୋର୍ଦ୍ଧା ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ବ୍ରାଉନସୁଗର ବେପାରକୁ ରୋକିବା ଲାଗି ପୋଲିସ ମଧ୍ୟ ଦୃଢ଼ ପଦକ୍ଷେପ ନେଇ ନିଶା ମାଫିଆଙ୍କୁ ଗିରଫ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!