Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୈତାନୀ ପୁଅ ମାଡ ମାରି ନେଇଗଲା ବାପାଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
February 27, 2024
in Crime, State
ସୈତାନୀ ପୁଅ ମାଡ ମାରି ନେଇଗଲା ବାପାଙ୍କ ଜୀବନ
23
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ସମ୍ବଲପୁର ସଦର ଥାନା ଘେନୁପାଲି ଗାଁରେ ଅଘଟଣ । ବୃଦ୍ଧ ବାପକୁ ହତ୍ୟା କରିଦେଲା ସୈତାନ ପୁଅ । ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ଫେରାର ମାରିଛି ପୁଅ । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ କୌଣସି କାରଣକୁ ନେଇ ବାପ-ପୁଅଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ଏହି ଝଗଡ଼ାରେ ପୁଅ ରାଗି ଯାଇ ବାପାଙ୍କୁ ପ୍ରବଳ ମାଡ ମାରିଥିଲା । ଯେଉଁଥିରେ ବାପା ଲିଙ୍ଗରାଜ କୁମୁରା ଅଚେତ ଅବସ୍ଥାରେ ପଡିରହିଥିଲେ । ଏହାପରେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି । ସେପଟେ ହତ୍ୟାକାଣ୍ଡ ପରେ ପୁଅ ଅମୁଲ୍ୟ କୁମୁରା ଘଟଣାସ୍ଥଳରୁ ଫେରାର ମାରିଛି । ଏବେ ଯାଏଁ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାର ଛାନ୍‌ଭିନ୍ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!