Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗର୍ଭବତୀ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ, ଥାନାରେ ମାମଲା

by ସଞ୍ଜୟ ସ୍ୱାଇଁ
March 1, 2024
in Crime, State
ଗର୍ଭବତୀ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ, ଥାନାରେ ମାମଲା
24
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ଜଣେ ଗର୍ଭବତୀ ମହିଳାଙ୍କୁ ତାର ଶ୍ୱଶୁର ଘର ଲୋକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ପରିବାର ଲୋକ ଝିଅର ଶ୍ୱଶୁର ଘର ଲୋକଙ୍କ ନାଁରେ ଅଭିଯୋଗ କରିଛନ୍ତି। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ ମଇଁଷାମୁଣ୍ଡା ଗାଁରେ। ମୃତ ମହିଳା ଜଣଙ୍କ ସସ୍ମିତା ସାହୁ। ୮ ବର୍ଷ ତଳେ ସସ୍ମିତା ମଇଁଷାମୁଣ୍ଡା ଗାଁର ଦୀପକ ବେହେରାଙ୍କୁ ବିବାହ କରିଥିଲେ। ବିବାହ ପରେ ଦୀପକ ସସ୍ମିତାଙ୍କୁ ମଦ ପିଇ ଆସି ମାରପିଟ କରୁଥିଲେ। ଏନେଇ ସସ୍ମିତା ପରିବାର ଲୋକଙ୍କୁ ଜଣାଇଥିଲେ। ଉଭୟ ପରିବାର ମଧ୍ୟରେ ଏନେଇ ବହୁଥର ବୁଝାମଣା ହୋଇଥିଲା। ସସ୍ମିତା ୮ ମାସର ଗର୍ଭବତୀ ଥିଲେ। ଗୁରୁବାର ସସ୍ମିତାଙ୍କ ଝୁଲନ୍ତା ମୃତଦେହ ତାଙ୍କ ଶ୍ୱଶୁର ଘରୁ ଉଦ୍ଧାର କରାଯାଇଥିଲା। ସସ୍ମିତାଙ୍କୁ ତାର ଶ୍ୱଶୁର ଘର ଲୋକ ହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ସସ୍ମିତା ଭଉଣୀ କହିଛନ୍ତି, ମୋ ଭଉଣୀର ସ୍ୱାମୀ ସବୁବେଳେ ମଦ ପିଏ। ଓ ତାକୁ ମାରଧର କଳେ।ତାର ସ୍ୱାମୀ ମଦ ପିଇକି ଆସି ମୋ ଭଉଣୀର ତଣ୍ଟି ଚିପି ଦେଇଛି। ମୋ ଭଉଣୀ ଆତ୍ମହତ୍ୟା କରିନାହିଁ। ଏ ନେଇ ସସ୍ମିତାଙ୍କ ଶାଶୁଘର ପରିବାର କି ପୁଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!