Friday, July 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଧା ପ୍ରସବ ଅବସ୍ଥାରେ ଜଣେ ଗର୍ଭବତୀଙ୍କ ହାତ ଓ ଗୋଡ଼ ବାନ୍ଧି ଅତି ନିର୍ଦ୍ଦୟ ଭାବେ ପିଟା ଯାଇଥିବା ମହିଳାଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
September 11, 2021
in Crime, State
ଅଧା ପ୍ରସବ ଅବସ୍ଥାରେ ଜଣେ ଗର୍ଭବତୀଙ୍କ ହାତ ଓ ଗୋଡ଼ ବାନ୍ଧି ଅତି ନିର୍ଦ୍ଦୟ ଭାବେ ପିଟା ଯାଇଥିବା ମହିଳାଙ୍କ ମୃତଦେହ ଉଦ୍ଧାର
390
VIEWS
Share on FacebookShare on Twitter

କାମାକ୍ଷାନଗର, (ବାଘୁଆବାର୍ତ୍ତା): ଅଧା ପ୍ରସବ ଅବସ୍ଥାରେ ହାତଗୋଡ଼ ବନ୍ଧା ମହିଳାଙ୍କ ମୃତଦେହ ଉଦ୍ଧାର। ଜଣେ ଗର୍ଭବତୀଙ୍କ ହାତ ଓ ଗୋଡ଼ ବାନ୍ଧି ଅତି ନିର୍ଦ୍ଦୟ ଭାବେ ପିଟା ଯାଇଥିବା ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମହିଳାଙ୍କ ଗର୍ଭରେ ଥିବା ପିଲା ଅଧା ପ୍ରସବ ଅବସ୍ଥାରେ ରହିଛି। ଆଉ ମହିଳାଙ୍କ ପ୍ରାଣବାୟୁ ଉଡି ଯାଇଛି। ୧୪୯ ନମ୍ବର ଜାତୀୟ ରାଜପଥର ଭେଜିଆ ନିକଟ ବ୍ରିଜ୍‌ ତଳେ ଜଣେ ଗର୍ଭବତୀଙ୍କ ହାତ ଓ ଗୋଡ଼ ବାନ୍ଧି ଅତି ନିର୍ଦ୍ଦୟ ଭାବେ ପିଟା ଯାଇଥିବା ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୁଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମାତ୍ର ବର୍ତ୍ତମାନ ସୁଦ୍ଧା ମହିଳାଙ୍କ ପରିଚୟ ମିଳିପାରି ନାହିଁ। ପାରିପାର୍ଶ୍ୱିକ ସ୍ଥିତିକୁ ଦେଖିଲେ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ଅନ୍ୟ କେଉଁଠି ହତ୍ୟା କରାଯାଇ ସେଠାରେ ମୃତଦେହ ଫୋପାଡି ଦିଆଯାଇଛି ବୋଲି ଅନୁମାନ କରାଯାଉଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!