Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଶ୍ଚିମବଙ୍ଗରୁ କର୍ଣ୍ଣାଟକ ହେଉଥିଲା ଚାଲାଣ, ୩୫୧ ଜୀବନ୍ତ କଇଁଛ ଜବତ

by ସଞ୍ଜୟ ସ୍ୱାଇଁ
March 3, 2024
in Crime, State
ପଶ୍ଚିମବଙ୍ଗରୁ କର୍ଣ୍ଣାଟକ ହେଉଥିଲା ଚାଲାଣ, ୩୫୧ ଜୀବନ୍ତ କଇଁଛ ଜବତ
72
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ୩୫୧ ଜୀବନ୍ତ କଇଁଛ ଜବତ । କଟକ ମଙ୍ଗୁଳି ଟୋଲ୍‌ ପ୍ଲାଜା ନିକଟରୁ ଏହି କଇଁଚ୍ଛକୁ ଜବତ କରିଛି ଡିଆର୍‌ଆଇ । ଏହି ଘଟଣାରେ ତିନି ଜଣଙ୍କୁ ମଧ୍ୟ ଅଟକ ରଖାଯାଇଛି । ଏକ କାର୍‌ ବି ଜବତ ହୋଇଛି । ଖବର ଅନୁଯାୟୀ, ପଶ୍ଚିମବଙ୍ଗରୁ କର୍ଣ୍ଣାଟକ ଚାଲାଣ ହେଉଥିଲା ୩୫୧ କଇଁଚ୍ଛ । ଚୋରା ଚାଲାଣ ନେଇ ଗୁଇନ୍ଦା ସୂଚନା ପାଇଥିଲା ଡିଆର୍‌ଆଇ । ଏହିକ୍ରମରେ କଟକ ମଙ୍ଗୁଳି ଟୋଲ ପ୍ଲାଜା ନିକଟରେ ଛକି ରହିଥିଲା । ଏକ କାର୍‌ରେ ତିନି ଜଣ ବ୍ୟବସାୟୀ ଏହି କଇଁଚ୍ଛକୁ ନେଇ ଯାଉଥିବା ବେଳେ ଧରିଥିଲା ଡିଆର୍‌ଆଇ । ଜବତ ପରେ ସମସ୍ତ କଇଁଚ୍ଛକୁ ବନବିଭାଗକୁ ହସ୍ତାନ୍ତର କରାଯାଇଛି । ଏହାସହିତ ଅଟକ ବ୍ୟବସାୟୀଙ୍କୁ ମଧ୍ୟ ଜେରା ଚାଲିଛି । ଏହି କାରବାରରେ ଆଉ କିଏ କିଏ ସାମିଲ ଅଛନ୍ତି । ତଦନ୍ତ ପରେ ସବୁ ତଥ୍ୟ ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!