Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୁଣିଗାରେଡି ସନ୍ଦେହରେ ହତ୍ୟା, ଦୁଇ ଜଣଙ୍କୁ ଗିରଫ କଲା ପୋଲିସ

by ସଞ୍ଜୟ ସ୍ୱାଇଁ
March 5, 2024
in Crime, State
ଗୁଣିଗାରେଡି ସନ୍ଦେହରେ ହତ୍ୟା, ଦୁଇ ଜଣଙ୍କୁ ଗିରଫ କଲା ପୋଲିସ
49
VIEWS
Share on FacebookShare on Twitter

ଧର୍ମଗଡ, (ବାଘୁଆବାର୍ତ୍ତା): ଗୁଣିଗାରେଡି ସନ୍ଦେହରେ ହତ୍ୟା । ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ l କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଦଶପୁର ଫାଣ୍ଡି ଅନ୍ତର୍ଗତ ଟେମରି ଗାଁର ଘଟଣା । ମୃତକ ହେଲେ ଟେମରି ଗାଁର ସଦାନନ୍ଦ ଭୋଇ l ଖବର ଅନୁଯାୟୀ, ଘରେ ପୂଜା କରିବାକୁ କହି ହେମନ୍ତ ବାଗ ଏବଂ ତା ସ୍ତ୍ରୀ ସଦାନନ୍ଦ ଭୋଇକୁ ନିଜ ଘରକୁ ଡାକି ନେଇଥିଲେ । ସେଠାରେ ଟାଙ୍ଗିଆରେ ହାଣି ସଦାନନ୍ଦ ଭୋଇକୁ ହତ୍ୟା କରିଥିବା ସନ୍ଦେହ l ତେବେ ହତ୍ୟାକାଣ୍ଡ ସଂପର୍କରେ ତୁରନ୍ତ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ଏହାସହିତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ଅନ୍ୟପଟେ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଆଉ ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ର ସହାୟତା ମଧ୍ୟ ନେଇପାରେ । ପୋଲିସର ପ୍ରାଥମିକ ରିପୋର୍ଟ ଏବଂ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ୍‌ କାରଣ ଜଣାପଡିବ ବୋଲି ଆଶା କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!