Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
March 15, 2024
in Crime, State
ପୂର୍ବତନ ସରପଞ୍ଚଙ୍କୁ ହତ୍ୟା
41
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କରି ମାଟି ତଳେ ପୋତି ଦିଆଯାଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଅନ୍ତର୍ଗତ ତଳଗୁମାଣ୍ଡି ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ସୀଙ୍ଗୁରୁ ତାଡିଙ୍ଗ। ଗତକାଲି ବିଳମ୍ବିତ ରାତିରେ ସୀଙ୍ଗୁରୁଙ୍କୁ ହତ୍ୟା କରି ପୋତି ଦିଆଯାଇଥିବା ଅଭିଯୋଗ ହୋଇଛି। ପରିବାର ଲୋକେ ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ପୂର୍ବ ଶତ୍ରୁତା କାରଣରୁ ଏହି ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି। ତେବେ କିଏ ଓ କାହିଁକି ପୂର୍ବତନ ସରପଞ୍ଚ ହତ୍ୟା କଲା ତାର କାରଣ ଅସ୍ପଷ୍ଟ ରହିଛି। ହତ୍ୟା ସଂପର୍କରେ ପୁଲିସର କୌଣସି ପ୍ରତିକ୍ରିୟା ମିଳିନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!