Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାର୍ ସହ ଗଞ୍ଜେଇ ଜବତ, ମହିଳା ଗିରଫ

by ସଞ୍ଜୟ ସ୍ୱାଇଁ
March 18, 2024
in Crime, Nayagarh, State
କାର୍ ସହ ଗଞ୍ଜେଇ ଜବତ, ମହିଳା ଗିରଫ
529
VIEWS
Share on FacebookShare on Twitter

ଦଶପଲ୍ଲା, (ବାଘୁଆବାର୍ତ୍ତା): ୫୭ ନମ୍ବର ଜାତୀୟ ରାଜପଥର ଦଶପଲ୍ଲା – ବାଣୀଗୋଛା ରାସ୍ତାର ବାଣୀବିରି ଘାଟି ନିକଟରୁ ବାଣୀଗୋଛା ପୋଲିସ୍ ଏକ କାର୍ (ଓଡି ୦୨ ସିବି ୩୧୧୨) ସହ ୧୬କେଜି ୭୦୦ ଗ୍ରାମ ଗଞ୍ଜେଇ କାର୍ ମଧ୍ୟରୁ ଜବତ କରିଛି | ଘଟଣାରେ ଜଣେ ମହିଳାଙ୍କୁ ମଧ୍ଯ ଗିରଫ୍ କରାଯାଇ ଏନଡିପିସି ଆକ୍ଟରେ ମକଦ୍ଦମା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଛି | ମହିଳା ଜଣଙ୍କ ଫୁଲବାଣୀ ସଦରର ସାଇବାଣୀ କହଁର ବୋଲି ଥାନାଧିକାରୀ ଲକ୍ଷ୍ମଣ ଦଣ୍ଡସେନା ପ୍ରକାଶ କରିଛନ୍ତି |

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!