Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ, ମାଆ ଗୁରୁତର

by ସଞ୍ଜୟ ସ୍ୱାଇଁ
March 24, 2024
in Crime, State
ଦିନଦ୍ୱିପ୍ରହରରେ ମହିଳାଙ୍କୁ କଟୁରୀ ଦେଖାଇ ୭୨ ହଜାର ଲୁଟ
55
VIEWS
Share on FacebookShare on Twitter

ଚମ୍ପୁଆ, (ବାଘୁଆବାର୍ତ୍ତା): ନୃଶଂସ ପୁଅର ଉନ୍ମତ୍ତ କାଣ୍ଡ । ପାରିବାରିକ କଳହର କରୁଣ ପରିଣତି । ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ୍ୟୁବରଣ କରିଥିବାବେଳେ ମା’ ଗୁରୁତର ଆହତ ହୋଇଛନ୍ତି । ଆହତ ମା’ଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଚମ୍ପୁଆ ଥାନା ଅନ୍ତର୍ଗତ ଗତ କାଳିକାପ୍ରସାଦ ପଂଚାୟତ ବସିରା ଗ୍ରାମରେ ଘଟିଛି ଏପରି ଏକ ଲୋମହର୍ଷଣକାରି ଘଟଣା l ଖବର ଅନୁସାରେ ଆଜି ସକାଳ ପ୍ରାୟ ୮ଟା ସମୟରେ ଘରେ କୌଣସି କାରଣବଶତଃ ବାପା ଗୋରା ମୁଣ୍ଡା ଏବଂ ପୁଅ ଧ୍ୟାନ ମୁଣ୍ଡା ସହିତ ପ୍ରବଳ ପାଟି ତୁଣ୍ଡ ହୋଇଥିଲା । ପୁଅ ଧ୍ୟାନ ମୁଣ୍ଡା ଉଭୟ ବାପା ଗୋରା ମୁଣ୍ଡା ଏବଂ ମା’ ପାଲି ମୁଣ୍ଡାକୁ ଟାଙ୍ଗିଆରେ ଆକ୍ରମଣ କରିଥିଲା । ଏଥିରେ ବାପା ଗୋରା ମୁଣ୍ଡାଙ୍କର ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ବେଳେ ମା’ ପାଲି ମୁଣ୍ଡାଙ୍କୁ ଗୁରୁତର ଅବସ୍ଥାରେ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି l ଖବର ପାଇ ଚମ୍ପୁଆ ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ପୁଅକୁ ଅଟକ ରଖି ଶବକୁ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!