Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଳଦେବ ଜିଉଙ୍କ ହୁଣ୍ଡି ଭାଙ୍ଗି ଟଙ୍କା ନେଇଗଲେ ଚୋର

by ସଞ୍ଜୟ ସ୍ୱାଇଁ
March 29, 2024
in Crime, State
ବଳଦେବ ଜିଉଙ୍କ ହୁଣ୍ଡି ଭାଙ୍ଗି ଟଙ୍କା ନେଇଗଲେ ଚୋର
72
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ମନ୍ଦିରର ହୁଣ୍ଡି ଭାଙ୍ଗି ଟଙ୍କା ଓ ଅନ୍ୟାନ ସାମଗ୍ରୀ ନେଇଗଲେ ଚୋର। କେନ୍ଦୁଝର ଜିଲ୍ଲାର ଆରାଧ୍ୟ ଦେବତା ପ୍ରଭୁ ବଳଦେବ ଜିଉଙ୍କ ମନ୍ଦିରରେ ଏହି ଚୋରି ହୋଇଥିବା ଅଭିଯୋଗ ହୋଇଛି। ଆଜି ସକାଳେ ମନ୍ଦିର ପୂଜାରି ପୂଜା କରିବାକୁ ଆସିଥିବା ବେଳେ ହୁଣ୍ଡି ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ। ଏନେଇ ସ୍ଥାନୀୟ ଲୋକ ଓ ପୁଲିସକୁ ଜଣାଇଥିଲେ। ଚୋରମାନେ ହୁଣ୍ଡିରୁ ସବୁ ଟଙ୍କା ନେଇ ଯାଇଥିବା ବେଳେ ପୁରୁଣା ଏଵଂ ଖୁଚୁରା ଟଙ୍କା ସବୁ ଫିଙ୍ଗି ଦେଇଯାଇଛନ୍ତି। ଗତ ରଥଯାତ୍ରା ପରଠୁ ହୁଣ୍ଡିଖୋଲା ଯାଇନଥିବା ବେଳେ ଏଥିରେ ଲକ୍ଷାଧିକ ଟଙ୍କା ଥିବା ଅନୁମାନ କରାଯାଉଛି। ଅନ୍ୟ ପକ୍ଷରେ ହୁଣ୍ଡି ନିକଟରେ ସିସିଟିଭି ଲାଗିଥିବା ବେଳେ ଏହା କାର୍ଯ୍ୟ କରୁନଥିବା ଜଣାପଡିଛି। ତେବେ ମନ୍ଦିର ସୁରକ୍ଷା ଦାୟିତ୍ୱରେ ଥିବା ସିକ୍ୟୁରିଟି ଗାର୍ଡମାନଙ୍କ ଅବହେଳା ଯୋଗୁ ଆଜି ହୁଣ୍ଡିରୁ ଚୋରି ହେବା ସହ ପୂର୍ବରୁ ମନ୍ଦିର ପରିସର ଭିତରୁ ଚନ୍ଦନ ଗଛ କାଟି ଚୋରି ହୋଇଯାଇଥିବା ଅଭିଯୋଗ କରିଛନ୍ତି ମନ୍ଦିରର ପହଣ୍ଡିଆ ସେବକ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!