Sunday, August 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଅ ମାଡରେ ବାପା ମୃତ

by ସଞ୍ଜୟ ସ୍ୱାଇଁ
September 12, 2021
in Crime, State
ପୁଅ ମାଡରେ ବାପା ମୃତ
76
VIEWS
Share on FacebookShare on Twitter

ବେତନଟୀ, (ବାଘୁଆବାର୍ତ୍ତା): ପୁଅ ମାଡରେ ବାପା ମୃତ। ମୟୂରଭଞ୍ଜ ଜିଲ୍ଲା ବେତନଟୀରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକ ଜଣଙ୍କ ହେଉଛନ୍ତି ବେତନଟୀ ଥାନା ସଠିଲୋ ଗ୍ରାମର ମଧୁ ମାର୍ଣ୍ତି । ସାମାନ୍ୟ ବଚସା କାରଣରୁ ପିତୃହନ୍ତା ପୁଅ ଏଭଳି କାଣ୍ଡ ଘଟାଇଥିବା କୁହାଯାଉଛି । ଶନିବାର ରାତିରେ ବେତନଟୀ ଥାନା ସଠିଲୋ ଗ୍ରାମର ମଧୁ ମାର୍ଣ୍ତି ଓ ତାଙ୍କ ସାନ ପୁଅ ମଧ୍ୟରେ ବଚସା ହୋଇଥିଲା । ବଚସାକୁ କେନ୍ଦ୍ରକରି ବାପା ମଧୁ ଓ ତାଙ୍କର ସାନ ପୁଅ ସହିତ ଝଗଡା ଉଗ୍ର ରୂପ ନେଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ପୁଅ ବାପାକୁ ଆକ୍ରମଣ କରିଥିଲା । ପୁଅର ମାଡରେ ଗୁରୁତର ବାପକୁ ବେତନଟୀ ଗୋଷ୍ଠୀ ସ୍ବାସ୍ଥ କେନ୍ଦ୍ରକୁ ପରିବାର ଲୋକ ଆଣିଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ବେତନଟୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!