Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିଏଚଡି କର୍ମଚାରୀଙ୍କ ମୃତଦେହ ପାଣି ଚାମ୍ବରରୁ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
April 12, 2024
in Crime, State
ପିଏଚଡି କର୍ମଚାରୀଙ୍କ ମୃତଦେହ ପାଣି ଚାମ୍ବରରୁ ଉଦ୍ଧାର
110
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପାଣି ଚାମ୍ବରରେ ପଡ଼ି ପିଏଚଡି ଠିକା କର୍ମଚାରୀଙ୍କର ସନ୍ଦେହ ଜନକ ମୃତ୍ୟୁ ଘଟିଛି। ଭୁବନେଶ୍ୱର CRP ଛକ ଠାରେ ଥିବା ଏକ ପାଣି ଚାମ୍ବରରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ କର୍ମଚାରୀଙ୍କ ଜଣଙ୍କ ହେଲେ ବଳରାମ ଗୌଡ଼। ଗତକାଲି ୪ଟା ସମୟରେ ବଳରାମ CRP ଛକ ଠାରେ ଥିବା ଏକ ପାଣି ଚାମ୍ବରକୁ କାମ କରିବା ପାଇଁ ଯାଇଥିଲେ। ବଳରାମ ସନ୍ଧ୍ୟାହେବାରୁ ଅଫିସକୁ ନ ଫେରିବାରୁ ଅନ୍ୟ କର୍ମଚାରୀମାନେ ତାଙ୍କ ଘରକୁ ଫୋନ କରିଥିଲେ। ବଳରାମ ଘରକୁ ଆସି ନଥିବା ପରିବାର ଲୋକେ କହିଥିଲେ। ପରେ କର୍ମଚାରୀମାନେ ଖୋଜାଖୋଜି କରିଥିଲେ। ପରେ ବଳରାମ ପାଣି ଚାମ୍ବରରେ ପଡ଼ିଥିବା ଦେଖିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ବଳରାମଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସଂପର୍କରେ ବଳରାମଙ୍କ ପରିବାର ଲୋକଙ୍କୁ ଜଣାଇଥିଲେ। ତେବେ ବଳରାମଙ୍କର କିପରି ମୃତ୍ୟୁ ଘଟିଲା କାରଣ ଅସ୍ପଷ୍ଟ ରହିଛି। ଏନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ବଳରାମଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ଅନ୍ୟପକ୍ଷରେ ବଳରାମଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!