Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ କୋଟି ଟଙ୍କାର ବେଆଇନ୍ ଗଞ୍ଜେଇ ସହ ୫ଟି ଦେଶୀ ବନ୍ଧୁକ ଜବତ

by ସଞ୍ଜୟ ସ୍ୱାଇଁ
April 22, 2024
in Crime, State
୪ କୋଟି ଟଙ୍କାର ବେଆଇନ୍ ଗଞ୍ଜେଇ ସହ ୫ଟି ଦେଶୀ ବନ୍ଧୁକ ଜବତ
58
VIEWS
Share on FacebookShare on Twitter

କନ୍ଧମାଳ:(ବାଘୁଆବାର୍ତ୍ତା): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ବାଲିଗୁଡା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡା ଜଙ୍ଗଲରୁ ୪ କୋଟି ଟଙ୍କାରୁ ଉର୍ଦ୍ଧ୍ବ ମୂଲ୍ୟର ବେଆଇନ୍ ଗଞ୍ଜେଇ ଜବତ କରିଛି ବାଲିଗୁଡ଼ା ପୋଲିସ। ଘଟଣା ସ୍ଥଳରୁ ୪୦ କ୍ବିଣ୍ଟାଲ୍ ୬୫୦ ଗ୍ରାମ୍ ଗଞ୍ଜେଇ ସହ ୫ଟି ଦେଶୀ ବନ୍ଧୁକ ଜବତ ହୋଇଥିବା ବେଳେ କାହାକୁ ଗିରଫ କରିବାରେ ସକ୍ଷମ ହୋଇନଥିବା ଜଣାପଡ଼ିଛି ।

ସୂଚନା ପ୍ରକାରେ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କନ୍ଧମାଳ ଏସପିଙ୍କ ନିର୍ଦ୍ଦେଶକ୍ରମେ ବାଲିଗୁଡ଼ା ଅଞ୍ଚଳରେ ପୋଲିସ୍ ପେଟ୍ରୋଲିଂ କଡାକଡି କରାଯାଇଛି । ଏଭଳି ସ୍ଥିତିରେ ଚୋରା ଚାଲାଣ ପାଇଁ ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡା ଜଙ୍ଗଲରେ ବିପୁଳ ପରିମାଣର ବେଆଇନ୍ ଗଞ୍ଜେଇ ମାଫିଆ ମାନେ ଗଛିତ ରଖିଥିବା ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲା ପୋଲିସ୍ । ଘଟଣାକୁ ନେଇ ବାଲିଗୁଡ଼ା ଥାନା କେସ୍ ନଂ ୧୦୩/୨୦୨୪ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ବେଳେ ମାଫିଆଙ୍କୁ ଧରିବା ପାଇଁ ଜାଲ ବିଛାଇଥିବା ବିଷୟ ବାଲିଗୁଡ଼ା ଏସଡିପିଓ ରାହୁଲ ଗୋଏଲ୍ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!