Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲଭ, ସେକ୍ସ, ଧୋକ୍କା : ଫେରାର ବିବାହିତ ଯୁବକକୁ ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

by ସଞ୍ଜୟ ସ୍ୱାଇଁ
April 22, 2024
in Crime, State
ଲଭ, ସେକ୍ସ, ଧୋକ୍କା : ଫେରାର ବିବାହିତ ଯୁବକକୁ ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ
146
VIEWS
Share on FacebookShare on Twitter

କନ୍ଧମାଳ:(ବାଘୁଆବାର୍ତ୍ତା): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ ସ୍ଥାପନ କରି ଗର୍ଭବତୀ କରି ଫେରାର ଥିବା ବିବାହିତ ଯୁବକଙ୍କୁ ବ୍ରାହ୍ମଣୀଗାଁ ପୋଲିସ ଭୁବନେଶ୍ୱରରୁ ଗିରଫ କରିବାରେ ସଫଳ ହୋଇଛି। ଗିରଫ ଯୁବକ ଜଣକ ଉକ୍ତ ଥାନା ଅଞ୍ଚଳର ସାନୁ ପାତ୍ର ବୋଲି ଥାନା ଅଧିକାରୀ ଚିରଞ୍ଜିବୀ ବେହେରା କହିଛନ୍ତି।

ଅଭିଯୁକ୍ତ ବିବାହିତ ହୋଇଥିବା ବେଳେ ତାଙ୍କର ୨ଟି ସନ୍ତାନ ରହିଥିବା ପୋଲିସ କହିଛି। ସାନୁଙ୍କ ନାମରେ ମାର୍ଚ୍ଚ ୧୮ରେ ଥାନାରେ ନାବାଳିକାଙ୍କ ପରିବାର ପକ୍ଷରୁ ଏତଲା ଦିଆଯାଇଥିଲା l ଏତଲା କୁ ଭିର୍ତ୍ତି କରି ପୋଲିସ ଏକ କେସ୍‌ ନଂ ୩୦/୨୪ରେ ଏକ ମାମଲା ରୁଜୁ କରି ତଦନ୍ତ କରାଯାଉଥିବା ଓ ସାନୁ ଗିରଫ ଭୟରେ କୌଣସି ସୂତ୍ରରୁ ଖବର ପାଇ ରାଜ୍ୟ ବାହାରକୁ ଚାଲିଯାଇଥିଲେ। ପୋଲିସ ସାନୁଙ୍କ ଫୋନ ଟ୍ରାକ୍‌ କରି ଧରିବାକୁ ଉଦ୍ୟମ କରି ରାଜ୍ୟ ବାହାରକୁ ଯିବାକୁ ବାହାରିଥିଲେ। ତେବେ ସାନୁ ପୁଣି ଭୁବନେଶ୍ୱର ଫେରିଆସିଥିବା ପୋଲିସ ଜାଣିବା ପରେ ଭୁବନେଶ୍ୱର ଯାଇ ଧରିବାରେ ସଫଳ ହୋଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!