Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରପାଲି ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଲୁଟ୍ ଘଟଣା, ୫ଟି କାର ସହ ଟଙ୍କା ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
April 24, 2024
in Crime, State
ବରପାଲି ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଲୁଟ୍ ଘଟଣା, ୫ଟି କାର ସହ ଟଙ୍କା ଜବତ, ଜଣେ ଗିରଫ
61
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ବରଗଡ଼ ଜିଲ୍ଲା ବରପାଲି ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଲୁଟ୍ ଘଟଣାରେ ଜଣକୁ ଗିରଫ କରିଛି ପୁଲିସ। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ଅମିତ ଦାସ ଓରଫ ଗୁରୁଦେବ। ତାଙ୍କଠାରୁ ପୁଲିସ ୫ଟି କାର, ୨ଟି ବାଇକ, ୭ଟି ମୋବାଇଲ ସହ ନଗଦ ୪ ଲକ୍ଷ ୨୬ ହଜାର ଟଙ୍କା ଜବତ କରିଛି। ଗତ ୧୮ ତାରିଖରେ ବନ୍ଧୁକ ଦେଖାଇ ଗ୍ରାମୀଣ ବ୍ୟାଙ୍କରୁ ୯ ଲକ୍ଷରୁ ଅଧିକ ଟଙ୍କା ଲୁଟ କରିଥିଲେ ୨ ଜଣ ଦୁର୍ବୁତ୍ତ। ଏହି ମାମଲାରେ ବରଗଡ଼ ପୁଲିସ ଗତକାଲି ଅମିତ ଦାସକୁ ପେଷାଦାର ଅପରାଧୀକୁ ଗିରଫ କରିଛି। ତଦନ୍ତ ବେଳେ ବଲାଙ୍ଗିର ଜିଲ୍ଲାର ମୂଳ ବାସିନ୍ଦା ଅମିତଠାରୁ ଗଞ୍ଜେଇ ସହ ବ୍ୟବହୃତ ୫ଟି କାର, ୨ଟି ବାଇକ, ୭ଟି ମୋବାଇଲ ସହ ନଗଦ ୪ ଲକ୍ଷ ୨୬ ହଜାର ଟଙ୍କା ଜବତ ହୋଇଛି। ଅମିତଙ୍କ ନାଁରେ ପୂର୍ବରୁ ବରଗଡ଼, ସମ୍ବଲପୁର, ସୋନପୁର, ରାୟଗଡ, ବଲାଙ୍ଗିର ଆଦି ଅଞ୍ଚଳର ବିଭିନ୍ନ ଥାନାରେ ୧୮ଟି ସଙ୍ଗିନ ମାମଲା ରହିଛି। ଅମିତ ପୁଲିସକୁ ବରଗଡ଼ କଟାପାଲିର ବ୍ରହ୍ମଚାରୀରୁ ଗିରଫ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!