Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱାମୀ ଥାନାରେ ଅଟକ, ଘରୁ ମିଳିଲା ସ୍ତ୍ରୀଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
April 24, 2024
in Crime, State
ସ୍ୱାମୀ ଥାନାରେ ଅଟକ, ଘରୁ ମିଳିଲା ସ୍ତ୍ରୀଙ୍କ ମୃତଦେହ
84
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ବଲାଙ୍ଗୀର ଜିଲ୍ଲା ମୁରିବାହାଲ ଥାନା ଗଁରେଇ ଗାଁରେ ଅଭାବନୀୟ ଘଟଣା ଘଟିଛି। ଘର ଭିତରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳାଙ୍କ ନାଁ କୁନି ମଲ୍ଲିକ ବୋଲି ଜଣାପଡ଼ିଛି। ମହିଳାଙ୍କ ବାପଘର ଲୋକେ ହତ୍ୟା ଅଭିଯୋଗ ପରେ ପୁଲିସ ସ୍ୱାମୀକୁ ଅଟକ ରଖି ପଚରା ଉଚରା କରୁଛି। ସୂଚନା ଅନୁସାରେ କୁନି ଓ ତାଙ୍କ ସ୍ୱମୀଙ୍କ ଭିତରେ ପ୍ରାୟ ସବୁବେଳେ ପାରିବାରିକ କଲହ ଲାଗିରହୁଥିଲା। ଏହି ଝଗଡ଼ା କାରଣରୁ କୁନି ପ୍ରାୟ ସବୁବେଳେ ଚିନ୍ତାରେ ରହୁଥିଲେ। ତେବେ ମଙ୍ଗଳବାର (ଗତକାଲି) କୁନିଙ୍କ ସ୍ୱାମୀ ବାହାରକୁ କାମ କରିବାକୁ ଯାଇଥିଲେ। ଏହି ସମୟରେ କୁନି ଝୁଲିପଡ଼ିଥିଲେ। କିଛିସମୟ ପରେ ଘର ଭିତରେ କୁନି ଝୁଲିପଡ଼ିଥିବା ପରିବାର ଲୋକ ଦେଖିବାକୁ ପାଇଥିଲେ। ଏନେଇ କୁନିଙ୍କ ସ୍ୱାମୀଙ୍କୁ ଖବର ଦେଇଥିଲେ ପରିବାର ଲୋକ। ପୁଲିସ ଏନେଇ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପଟେ ମୃତ ମହିଳାଙ୍କ ବାପଘର ଲୋକେ ମୁରିବାହାଲ ଥାନାରେ ହତ୍ୟା ହୋଇଥିବା ନେଇ ଲଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଅଧାରରେ ପୁଲି କୁନିଙ୍କ ସ୍ୱାମୀଙ୍କୁ ଥାନାରେ ଅଟକ ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!