Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାନଭାଇର ଗଳା କାଟିଲା ବଡଭାଇ

by ସଞ୍ଜୟ ସ୍ୱାଇଁ
April 25, 2024
in Crime, State
ସାନଭାଇର ଗଳା କାଟିଲା ବଡଭାଇ
60
VIEWS
Share on FacebookShare on Twitter

ବାରଙ୍ଗ, (ବାଘୁଆବାର୍ତ୍ତା): ସମ୍ପର୍କରେ ଲାଗିଲା ରକ୍ତ ଛିଟା। ଭାଇର ଗଳା କାଟିଲା ଭାଇ। ଏଭଳି ଘଟଣା ଦେଖିବାକୁ ମିଳିଛି ବାରଙ୍ଗ ଥାନା ଗୋଡିସାହିରେ। କଟକ ଶିଖରପୁରର ସୋମବ୍ରତ ବେହେରା ବଡ଼ବାପା ପୁଅ ଭାଇ ସୂର୍ଯ୍ୟବ୍ରତ ବେହେରାଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଉଭୟ ମଦ୍ୟପାନ କରିଥିବାରୁ ଏଥିରେ ଉତକ୍ଷିପ୍ତ ହୋଇ ହଠାତ ସୂର୍ଯ୍ୟବ୍ରତ ଏକ ଧାରୁଆ ଅସ୍ତ୍ରରେ ସୋମବ୍ରତଙ୍କ ଗଳାକୁ ଆକ୍ରମଣ କରିଥିଲେ। ବଡ଼ ବାପା ପୁଅ ଆକ୍ରମଣ କରି ଫେରାର ହୋଇଯାଇଛନ୍ତି। ଗୁରୁତର ଅବସ୍ଥାରେ ଯୁବକଙ୍କୁ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ଆହତ ଯୁବକଙ୍କ ସାଙ୍ଗମାନେ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଡାକ୍ତରଖାନା ପଠାଇଥିଲେ। ପୋଲିସର ତଦନ୍ତ ଜାରି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!