Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାକାବନ୍ଦୀ ବେଳେ ପୋଲିସ ହାତରେ ଲାଗିଲା ୩ ଲକ୍ଷ ଟଙ୍କା

by ସଞ୍ଜୟ ସ୍ୱାଇଁ
April 28, 2024
in Crime, State
ନାକାବନ୍ଦୀ ବେଳେ ପୋଲିସ ହାତରେ ଲାଗିଲା ୩ ଲକ୍ଷ ଟଙ୍କା
92
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ନାକାବନ୍ଦୀ ବେଳେ ପୋଲିସ ହାତରେ ଲାଗିଲା ଟଙ୍କା। ଚେକିଂ ବେଳେ କାରରୁ ଧରାପଡ଼ିଲା ନଗଦ ୩ ଲକ୍ଷ ଟଙ୍କା। କୌଣସି ପ୍ରମାଣ ଦେଇନପାରିବାରୁ ଗାଡିକୁ ଅଟକ ରଖିଲା ପୋଲିସ। ଗତକାଲି ବିଳମ୍ବିତ ରାତିରେ ଧରାପିଡ଼ିଛି ଟଙ୍କା ନେଇଯାଉଥିବା କାର। ଗାଡିଟିକୁ ଜବତ କରିଛି କମିଶନରେଟ ପୋଲିସର ଚନ୍ଦ୍ରଶେଖରପୁର ଥାନା। ଏ ନେଇ ଅଧିକ ଖୋଳତାଡ଼ ଚାଲିଥିବା କହିଛନ୍ତି ପୋଲିସ କମିଶନର। ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ବ୍ୟାପକ ହେଉଛି ଚେକିଂ ଓ ବ୍ଲକିଙ୍ଗ। ଅପରାଧିକ କାର୍ଯ୍ୟକଳାପ ରୋକିବାକୁ ଚାଲିଛି ଫୁଟ ପାଟ୍ରୋଲିଂ। ବସ୍ତି ମାନଙ୍କରେ ଫ୍ଲାଗ ମାର୍ଚ୍ଚ କରୁଛି କମିଶନରେଟ ପୋଲିସ। ମଦ୍ୟପ ଡ୍ରାଇଭରଙ୍କୁ ପ୍ରତିଦିନ ଧରାଯାଉଛି। ବାରମ୍ବାର ନିୟମ ଭାଙ୍ଗିଲେ ଲାଇସେନ୍ସ ରଦ୍ଦ କରାଯାଉଛି ବୋଲ କହିଛନ୍ତି ପୋଲିସ କମିଶନର।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!