Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାମୁକୁ ପଥରରେ ଛେଚି ହତ୍ୟା କଲା ଭଣଜା

by ସଞ୍ଜୟ ସ୍ୱାଇଁ
May 2, 2024
in Crime, State
ଶ୍ଵଶୁରକୁ ହତ୍ୟା କଲା ଜ୍ୱାଇଁ
135
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ପାରିବାରିକ କଳହ ଉଗ୍ର ରୂପ। ମାମୁକୁ ଜଣେ ବ୍ୟକ୍ତି ପଥରରେ ଛେଚି ହତ୍ୟା କରିଥିବା ଅଭିଯୋଗ ହୋଇଛି। ସୁନ୍ଦରଗଡ଼ ଜିଲ୍ଲା କେ. ବଲାଙ୍ଗ ଥାନା ଅନ୍ତର୍ଗତ ଗୌଡୁଣିପୋଷ ଗାଁ ପତଳା ସାହିରେ ଏହି ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ କେନାପାଲି ଗାଁର ଶୁବନ୍ କଂଶରିଆ। ମାମୁକୁ ହତ୍ୟା କରିବା ପରେ ଭଣଜା ଠୁରୁ ଧୀବର ପୁଲିସ ନିକଟରେ ଆତ୍ମସର୍ମପଣ କରିଛି। ଶୁବନ୍ ଭଣଜା ଘରକୁ ବୁଲିବାକୁ ଯାଇଥିଲେ। କୌଣସି କାରଣକୁ ନେଇ ଗତକାଲି ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ବଚସା ଉଗ୍ର ରୂପ ନେଇଥିଲା। ପରେ ଠୁରୁ ପଥରରେ ଶୁବନଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟାକାଣ୍ଡ ପରେ କେ. ବଲାଙ୍ଗ ଥାନାରେ ଆତ୍ମସମର୍ପଣ କରିଛି ଅଭିଯୁକ୍ତ ଠୁରୁ। ପୁଲିସ ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି ଓ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!