Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚକଲେଟ୍‌ର ଲୋଭ ଦେଖାଇ ନାବାଳକକୁ ଅପ୍ରାକୃତିକ ଯୌନ ସମ୍ପର୍କ

by ସଞ୍ଜୟ ସ୍ୱାଇଁ
July 8, 2021
in Crime, State
ଚକଲେଟ୍‌ର ଲୋଭ ଦେଖାଇ ନାବାଳକକୁ ଅପ୍ରାକୃତିକ ଯୌନ ସମ୍ପର୍କ
274
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ମାଲକାନଗରି ଥାନା ଅଞ୍ଚଳର ଜଣେ ନାବାଳକ ସହ ଅପ୍ରାକୃତିକ ଯୌନ ସମ୍ପର୍କ ସ୍ଥାପନ କରିଥିବା ନେଇ ଜଣେ ଯୁବକଙ୍କ ନାମରେ ଅଭିଯୋଗ ହୋଇଛି । ମାଲକାନଗିରି ସଦର ବ୍ଲକ ଅଞ୍ଚଳର ଉକ୍ତ ନାବାଳକ ଘର ପାଖ ପଡ଼ିଆରେ ଖେଳୁଥିବା ବେଳେ ଗୋପାଳ ହରିଜନ ନାମକ ଯୁବକ ତାକୁ ଚକଲେଟ୍‌ର ଲୋଭ ଦେଖାଇ ନିଜ ଘରକୁ ଡାକିନେଇଥିଲା । ପରେ ନାବାଳକ ସହ ଅପ୍ରାକୃତିକ ଯୌନ ସମ୍ପର୍କ ସ୍ଥାପନ କରିଥିଲା । ଏ ବିଷୟରେ ଘର ଲୋକଙ୍କୁ ଜଣାଇଲେ ଜୀବନରୁ ମାରିଦେବାକୁ ନାବାଳକକୁ ଧମକ ଦେଇଥିଲା ଗୋପାଳ । ତେବେ ଏନେଇ ନାବାଳକ ପରିବାର ଲୋକଙ୍କୁ ଜଣାଇବା ପରେ ମଙ୍ଗଳବାର ସନ୍ଧ୍ୟାରେ ପରିବାର ପକ୍ଷରୁ ମାଲକାନଗରି ଥାନାରେ ଏତଲା ଦିଆଯାଇଛି । ପୁଲିସ କେସ୍‌ ନମ୍ୱର ୨୪୯/୨୦୨୧ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରୁଛି । ଅଭିଯୁକ୍ତ ଗୋପାଳ ଫେରାର ଥିବା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!