Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ଯୁବତୀଙ୍କ ସନ୍ଦେହ ଜନକ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 4, 2024
in Crime, State
ରାଜଧାନୀରେ ଯୁବତୀଙ୍କ ସନ୍ଦେହ ଜନକ ମୃତ୍ୟୁ
200
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀରେ ଯୁବତୀଙ୍କ ସନ୍ଦେହ ଜନକ ମୃତ୍ୟୁ । ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର । ଭରତପୁର ଥାନା ଅଧିନ ଏକ ବସ୍ତିର ଘଟଣା । ମୃତ ଯୁବତୀ ହେଲେ ବିଷ୍ଣୁପ୍ରିୟା ରାଉତ । ଅନ୍ୟ ଜଣେ ଯୁବତୀଙ୍କ ସହ ଭଡାରେ ରହୁଥିଲେ । ଗତ ଗୁରୁବାର ବିଷ୍ଣୁପ୍ରିୟାଙ୍କ ମୃତ୍ୟୁ ହୋଇଥିବାବେଳେ, ଗତକାଲି ରାତିରେ ମୃତଦେହ ଠାବ ହୋଇଛି । ସେପଟେ ବିଷ୍ଣୁପ୍ରିୟାଙ୍କ ସହ ରହୁଥିବା ଯୁବତୀ ଫେରାର ଅଛନ୍ତି । ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି । ଘଟଣା ସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ କରୁଥିବାବେଳେ ହତ୍ୟା ଅଭିଯୋଗକୁ ଖଣ୍ଡନ କରିଛି ଭରତପୁର ପୋଲିସ । ଏହାଏକ ଆତ୍ମହତ୍ୟା ଘଟଣା ବୋଲି ପୋଲିସ୍ ସୂଚନା ଦେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!