Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଶାକୁ ବିରୋଧ କରିବାରୁ ଯୁବତୀଙ୍କୁ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
May 9, 2024
in Crime, State
ନିଶାକୁ ବିରୋଧ କରିବାରୁ ଯୁବତୀଙ୍କୁ ଆକ୍ରମଣ
149
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀ ରାଜରାସ୍ତାରେ ଯୁବତୀଙ୍କୁ ଦୁର୍ବ୍ୟବହାର। ନିଶାଡ଼ିଙ୍କୁ ବିରୋଧ କରିବାରୁ ନାରକୀୟ କାଣ୍ଡ। ଘରେ ପଶି ହାଣିଲେ। ଗୋଡ଼େଇ ଗୋଡ଼େଇ ପରିବାର ଲୋକଙ୍କୁ ଆକ୍ରମଣ କଲେ। ସେତିକିରି ରାଗ ଶାନ୍ତ ହେଲାନି ପଥରରେ ଛେଚି ଗାଡ଼ି ଭାଙ୍ଗି ଦେଲେ। ଏଭଳି ଅଭିଯୋଗ ଆସିଛି ରାଜଧାନୀ ଭୁବନେଶ୍ୱରର ମୈତ୍ରୀବିହାର ଥାନା ଅଞ୍ଚଳରୁ। ଏ ନେଇ ମୈତ୍ରିବିହାର ଥାନାରେ ଅଭିଯୋଗ ହେବା ପରେ ସଂପୃକ୍ତ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୁଲିସ। ଯୁବତୀଙ୍କ ଅଭିଯୋଗ ଅନୁସାରେ ଅଫିସ ସାରି ମୈତ୍ରୀବିହାର ଥାନା ସ୍ଥିତ ସାଲିଆସାହିରେ ଥିବା ଘରକୁକୁ ଫେରୁଥିଲେ ଯୁବତୀ। ହଠାଥ ଦେଖିବାକୁ ପାଇଲେ ୬ ରୁ ୭ ଜଣ ଅସାମାଜିକ ଯୁବକ ତାଙ୍କ ଘର ନିକଟରେ ବ୍ରାଉନସୁଗର ଖାଉଥିଲେ। ନିଶା ଖାଉଥିବା ସମୟରେ ଯୁବତୀ ଜଣଙ୍କ ଵିରୋଧ କରିବାରୁ ହଠାଥ ଉତ୍ୟକ୍ତ ଯୁବକ ଘରେ ପଶି ଭଙ୍ଗାରୁଜା କରିବା ସହ ପରିବାର ସଦସ୍ୟଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ସେତିକିରେ ରାଗ ଶାନ୍ତ ନହେବାରୁ ବୁଲେଟ ଗାଡ଼ିକୁ ପଥରରେ ଛେଚି ଚୁରମାର କରିଦେଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!