Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ ରେ ଦୁଇ ଦୁର୍ବୁର୍ତ୍ତ ଆସି ଝାମ୍ପି ନେଲେ ରୂପା ଭର୍ତ୍ତୀ ବ୍ୟାଗ

by ସଞ୍ଜୟ ସ୍ୱାଇଁ
May 24, 2024
in Crime, State
ବାଇକ ରେ ଦୁଇ ଦୁର୍ବୁର୍ତ୍ତ ଆସି ଝାମ୍ପି ନେଲେ ରୂପା ଭର୍ତ୍ତୀ ବ୍ୟାଗ
91
VIEWS
Share on FacebookShare on Twitter

କନ୍ଧମାଳ, (ବାଘୁଆବାର୍ତ୍ତା): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପାଟଖଣ୍ଡା ସାହିରେ ଗୋଟିଏ ରୂପା ବ୍ୟବସାୟୀଙ୍କ ଠାରୁ କିଛି ଲୁଟେରା ୧୦କିଲୋ ରୂପା ଝାମ୍ପି ନେଇ ଥିବା ଖବର ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଅଞ୍ଚଳର ପାଟଖଣ୍ଡା ସାହିର ପୁରୁଖା ରୂପା ବ୍ୟବସାୟୀ ସନ୍ୟାସୀ ନାୟକଙ୍କ କହିବା ଅନୁଯାୟୀ ପ୍ରତିଦିନ ଭଳି ଶୁକ୍ରବାର ଦିନ ମଧ୍ୟ ୧୦ ଘଣ୍ଟ ସମୟରେ ନିଜ ସାଇକେଲ ରେ ସେ ଘରୁ ବାହାରି ବେପାର କରିବା କୁ ଯିବାବେଳେ ଦୁଇଟି ବାଇକରେ ଲୁଟେରା ମାନେ ଆସି ଗାଡ଼ିରୁ ପଡ଼ିଗଲା ଭଳି ଅଭିନୟ କରି ଶ୍ରୀ ନାୟକ ଙ୍କ ସାଇକେଲରେ ଲାଗିଥିବା ଦୁଇଟି ରୂପା ବ୍ୟାଗ ଝାମ୍ପୀ ନେଇଥିଲେ। ବ୍ୟାଗ୍ ରେ ୧୦ କେଜିରୁ ଉର୍ଦ୍ଧ୍ବ ରୂପା ଥିବା କହିଛନ୍ତି ବ୍ୟବସାୟୀ ଜଣକ। ଉକ୍ତ ରୂପାର ଆନୁମାନିକ ମୂଲ୍ୟ ୭ ଲକ୍ଷ ରୁ ଉର୍ଦ୍ଧ ହେବ ବୋଲି ଜଣାପଡିଛି l ଶ୍ରୀ ନାୟକ ବାଲିଗୁଡା ଥାନାରେ ଅଭିଯୋଗ କରିବା ପରେ ପୋଲିସ୍ ତନାଘନା ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!