Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୨୦୦ କଫ ସିରପ୍ ଜବତ

by ସଞ୍ଜୟ ସ୍ୱାଇଁ
May 26, 2024
in Crime, State
୧୨୦୦ କଫ ସିରପ୍ ଜବତ
67
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ୧୨୦୦ ବୋତଲ କଫ ସିରପ୍ ଜବତ। ବୋଲେରୋକୁ ଏସ୍କର୍ଟ କରି ନେଉଥିବା ବାଇକ୍ ଜବତ, ୩ ଗିରଫ। ଗିରଫ ବ୍ୟକ୍ତିଙ୍କ ପରିଚୟ ହେଲା ସେମାନେ ବଲାଙ୍ଗିର ସହର ବରପାଲି ପଡ଼ାର ତିନି ଜଣ ଯୁବକ। କଟକରୁ ବଲାଙ୍ଗିର ଚାଲାଣ ବେଳେ ଧରିଲା ବଲାଙ୍ଗିର ଟାଉନ୍ ଥାନା ପୁଲିସ। ସୂଚନା ଅନୁସାରେ ଏକ ବୋଲେରୋରେ କଟକରୁ ବଲାଙ୍ଗିର ଅଭିମୁଖେ ଆସୁଥିଲା ବେଆଇନ କଫସିରଫ। ଗୋଟିଏ ଆପାଚି ବାଇକ୍‌ରେ ବୋଲେରୋକୁ ଏସ୍କର୍ଟ କରୁଥିଲା ଜଣେ କଫସିରଫ ବେପାରୀ। ଏନେଇ କୌଣସି ସୂତ୍ରରୁ ଖବର ପାଇଥିଲା ବଲାଙ୍ଗିର ଟାଉନ ପୁଲିସ। ପୁଲିସ ତାର ଏକ ସ୍ୱତନ୍ତ୍ର ଟିମ ସହ ବୋଲେରୋକୁ ପିଛା କରିଥିଲା। ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ବୋଲେରୋକୁ କାବୁ କରିଥିଲା। ଏହା ସହିତ ବୋଲେରୋକୁ ଏସ୍କର୍ଟ କରି ନେଉଥିବା ବାଇକ୍ ଚାଳକଙ୍କୁ ମଧ୍ୟ ଗିରଫ କରିଛି ପୁଲିସ। ଜବତ ବେଳେ ବୋଲେରୋ ଭିତରୁ ୧୨ ଶହ ବୋତଲ କଫ ସିରଫ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି ବଲାଙ୍ଗିର ଟାଉନ ପୁଲିସ। ଏହାସହ କଫ ସିରଫ ଚାଲାଣ ପଛରେ ଥିବା ମାଷ୍ଟର ମାଇଣ୍ଡକୁ ଖୋଜୁଛି ପୁଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!