Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୩ ଡକାୟତ ଗିରଫ, ସାମିଲ ଅଛନ୍ତି କନେଷ୍ଟବଳ

by ସଞ୍ଜୟ ସ୍ୱାଇଁ
June 2, 2024
in Crime, State
୧୩ ଡକାୟତ ଗିରଫ, ସାମିଲ ଅଛନ୍ତି କନେଷ୍ଟବଳ
97
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ଡକାୟତି ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ କନେଷ୍ଟବଲ। ତାଙ୍କ ନାଁ ସୋନୁ ଯାନୀ। ସେ କୋରାପୁଟ ଜିଲ୍ଲା ପୁଲିସ୍‌ରେ ଏପିଆର୍ କନଷ୍ଟେବଳ ଅଛନ୍ତି। ଗତ ୧୪ ତାରିଖରେ ନବରଙ୍ଗପୁର ଜିଲ୍ଲା ଡଙ୍ଗରଭେଜାର ବିଶିଷ୍ଟ ବ୍ୟବସାୟୀ ତଥା ବିଜେଡି ନେତା ସୁନୀଲ ସାହୁଙ୍କ ଘରୁ ଡକାୟତି ଘଟଣାରେ ପୁଲିସ୍ କନେଷ୍ଟବଳ ସୋନୁ ଯାନୀଙ୍କ ସମେତ ୧୩ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ଭିତରେ ଅଛନ୍ତି ଚୋରି ସାମଗ୍ରୀ ରଖି ଟଙ୍କା ଦେଇଥିବା ଜଣେ ବ୍ୟକ୍ତି। ସେମାନଙ୍କ ନିକଟରୁ ବିପୁଳ ପରିମାଣର ସୁନା ଓ ରୁପା ଅଳଙ୍କାର ଏବଂ ମାରଣାସ୍ତ୍ର ଜବତ ହୋଇଛି। ସୁନୀଲ ସାହୁଙ୍କ ଘରର ତାଲା ଭାଙ୍ଗି ଏହି ଡକାୟତମାନେ ପଶିଥିଲେ। ପରେ ତାଙ୍କ ଘରେ ଭଡ଼ାରେ ରହୁଥିବା ଶିକ୍ଷୟିତ୍ରୀଙ୍କ ଘରେ ପଶିଥିଲେ। ବନ୍ଧୁକ ଦେଖାଇ ନେଇ ଯାଇଥିଲେ ସୁନା ଗହଣା ଓ ଟଙ୍କା। ଏହି ଗ୍ୟାଙ୍ଗର ଆଉ ଦୁଇ ଜଣ ସଦସ୍ୟ ଫେରାର ଥିବା ବେଳେ ପୁଲିସ ସେମାନଙ୍କୁ ଧରିବାକୁ ଚେଷ୍ଟା କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!