Monday, August 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଟକ ଫ୍ରେଣ୍ଡ୍‌ସ କଲୋନୀ ସ୍ଥିତ କେନାଲରେ ଭାସୁଛି ଜଣେ ବ୍ୟକ୍ତିଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
September 14, 2021
in Crime, State
କଟକ ଫ୍ରେଣ୍ଡ୍‌ସ କଲୋନୀ ସ୍ଥିତ କେନାଲରେ ଭାସୁଛି ଜଣେ ବ୍ୟକ୍ତିଙ୍କ ମୃତଦେହ
38
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କେନାଲରେ ଭାସୁଛି ମୃତଦେହ। କଟକ ଫ୍ରେଣ୍ଡ୍‌ସ କଲୋନୀ ସ୍ଥିତ କେନାଲରେ ଭାସୁଛି ଜଣେ ବ୍ୟକ୍ତିଙ୍କ ମୃତଦେହ। ମୃତକଙ୍କ ପରିଚୟ ମିଳିପାରି ନାହିଁ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍ ଜାରି ରଖିଛି। କଟକ ଫ୍ରେଣ୍ଡ କଲୋନୀ ସ୍ଥିତ ଏକ କେନାଲରେ ଆଜି ସକାଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଥିଲା । ଏହା ଦେଖି ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ମଙ୍ଗଳାବାଗ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେପଟେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରି ନଥିବା ବେଳେ ମୃତ୍ୟୁର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ମୃତକଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!