Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ, ଥାନାରେ ମାମଲା

by ସଞ୍ଜୟ ସ୍ୱାଇଁ
June 7, 2024
in Crime, State
ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ, ଥାନାରେ ମାମଲା
97
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ନିର୍ବାଚନ ସରିଯାଇଥିଲେ ମଧ୍ୟ ରାଜନୈତିକ ହିଂସା ଥମିନାହିଁ। ରାଜନୈତିକ ଆକ୍ରୋଶ ରଖି ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଭଦ୍ରକ ଜିଲ୍ଲା ସାବରଙ୍ଗ ଥାନା ଅନ୍ତର୍ଗତ ବଡଗୋପାଳ ସାହିରେ। ଆହତ ଦମ୍ପତିଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗତକାଲି ରାତିରେ ଜୟରାମ ମାଝୀ ତାଙ୍କ ସ୍ତ୍ରୀ ହରପ୍ରିୟା ଘରେ ଥିଲେ। ଏହି ସମୟରେ କିଛି ଦୁର୍ବୃତ୍ତମାନେ ଘରକୁ ପଶି ଆସି ଉଭୟଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ପରେ ଦୁର୍ବୃତ୍ତମାନେ ଘରର ଆସବାବପତ୍ର ଭାଙ୍ଗି ନଷ୍ଟ କରି ଦେଇଥିଲେ। ପରେ ସେଠାରୁ ଚମ୍ପଟ ମାରିଥିଲେ। ଆହତ ଜୟରାମ ତାଙ୍କ ସ୍ତ୍ରୀ ହରପ୍ରିୟାଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏନେଇ ଜୟରାମଙ୍କ ପୁଅ ସାବରଙ୍ଗ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!