Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରେନରୁ ଜବତ ହେଲା ୨୪ ଲକ୍ଷ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
June 24, 2024
in Crime, State
ଟ୍ରେନରୁ ଜବତ ହେଲା ୨୪ ଲକ୍ଷ, ୨ ଗିରଫ
84
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଫଲକନାମା ଏକପ୍ରେସରୁ ଜବତ ହୋଇଛି ୨୪ ଲକ୍ଷ ଟଙ୍କା। ତେଲେଙ୍ଗାନା ପୁଲିସ ଓ କଟକ ଆରପିଏଫର ମିଳିତ ସହଯୋଗରେ ବିହାରର ଦୁଇ ଯୁବକଙ୍କଠାରୁ ୨୪ ଲକ୍ଷ ଟଙ୍କା ଜବତ କରାଯାଇଛି। ଦୁଇ ଅଭିଯୁକ୍ତ ହେଲେ ରାମନାରାୟଣ ଯାଦବ ଓ ଶେଖ୍ ସିରାଜ। ଫଲକନାମା ଏକପ୍ରେସରେ ଟଙ୍କା ଚାଲାଣ ହେଉଥିବା ତେଲେଙ୍ଗାନା ପୁଲିସ କୌଣସି ସୁତ୍ରରୁ ପାଇଥିଲା। ଏନେଇ କଟକ ଆରପିଏଫକୁ ସୂଚନା ଦେଇଥିଲା। ଗତକାଲି ଫଲକନୁମା ଏକପ୍ରେସ କଟକରୁ ଯାଜପୁର ଛାଡ଼ିବା ବେଳେ କଟକ ଆରପିଏଫ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଦୁଇ ଯୁବକଙ୍କ ଠାରୁ ୨୪ ଲକ୍ଷ ଜବତ କରିବା ସହ ସେମାନଙ୍କୁ ଗିରଫ କରିଥିଲା ଆରପିଏଫ। ତେବେ ଏହି ଦୁଇ ଯୁବକ ଏତେ ଟଙ୍କା କେଉଁଠୁ ଆଣିଲେ, ଏହି ଟଙ୍କା ନେଇ ସେମାନେ କେଉଁଠୁ ଯାଉଥିଲେ ତାହା ଜଣାପଡ଼ିନାହିଁ। ପୁଲିସ ସେମାନଙ୍କୁ ପଚରାଉଚରା କରିବା ସହ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!