Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହରିଣକୁ ଶିକାର କରି ବାଇକରେ ଚମ୍ପଟ ମାରିଲେ, ବନ୍ଧା ହେଲେ ଦୁଇ ଜଣ

by ସଞ୍ଜୟ ସ୍ୱାଇଁ
June 26, 2024
in Crime, State
ହରିଣକୁ ଶିକାର କରି ବାଇକରେ ଚମ୍ପଟ ମାରିଲେ, ବନ୍ଧା ହେଲେ ଦୁଇ ଜଣ
145
VIEWS
Share on FacebookShare on Twitter

ମୟୂରଭଞ୍ଜ, (ବାଘୁଆବାର୍ତ୍ତା): ହରିଣକୁ ଗୋଡ଼େଇ ଗୋଡ଼େଇ ତୀର ମାରି ଶିକାର କଲେ। ପରେ ବାଇକରେ ମୃତ ହରିଣକୁ ନେଇ ଚମ୍ପଟ୍ ମାରିଲେ। ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜ୍ ଅନ୍ତର୍ଗତ ପୁରୁଷୋତ୍ତମପୁର ଗାଁରେ। ଏହି ଘଟଣାରେ ବନ ବିଭାଗ ୨ ଜଣଙ୍କୁ ଗିରଫ କରିଛି। ଗତକାଲି ପୁରୁଷୋତ୍ତମପୁର ନିକଟରେ ଥିବା ମହେଶ୍ୱରପୁର ପଟାସ ଜଙ୍ଗଲକୁ ଏକ ହରିଣ ପଶି ଆସିଥିଲା। ହରିଣଟିକୁ ଦେଖି ଦୁଇଜଣ ବ୍ୟକ୍ତି ଧନୁତୀର ଧରି ଶିକାର କରିବା ପାଇଁ ତାକୁ ଗୋଡ଼େଇଥିଣଲେ। ପରେ ତାକୁ ଶିକାର କରି ମଟର ସାଇକେଲରେ ନେଇ ଚମ୍ପଟ ମାରିଥିଲେ। ହରିଣଟିକୁ ଶିକାର କରି କରିବା ସମୟର ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହୋଇଥିଲା। ଘଟଣା ପ୍ରଘଟ ହେବା ପରେ ବନ କର୍ମଚାରୀ ଓ ପୁଲିସ ଗାଁରେ ପହଞ୍ଚିଥିଲେ। ଘଟଣାର ତଦନ୍ତ କରିବା ସହ ୨ ଅଭିଯୁକ୍ତକୁ ଗିରଫ କରିଥିଲା ବନ ବିଭାଗ। ଏହାସହ ସେମାନଙ୍କଠାରୁ ବାଇକକୁ ଜବତ କରିବା ସହ ମୃତ ହରିଣକୁ ମଧ୍ୟ ଉଦ୍ଧାର କରିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!