Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକଲି ପରିଚୟ ଦେଇ ଲୁଟୁଥିଲେ, ଏବେ ପୁଲିସ ହେପାଜତରେ

by ସଞ୍ଜୟ ସ୍ୱାଇଁ
July 3, 2024
in Crime, State
ନକଲି ପରିଚୟ ଦେଇ ଲୁଟୁଥିଲେ, ଏବେ ପୁଲିସ ହେପାଜତରେ
81
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ବାଲେଶ୍ୱର ଜିଲା ରେମୁଣା ପୋଲିସ ଦ୍ବାରା ନିଜକୁ ରିସର୍ଚ୍ଚ ଆନାଲିସିସ୍‌ ଓ୍ବାଇନ୍‌ (RAW) ଏଜେଣ୍ଟର ଷ୍ଟେଟ୍‌ ହେଡ୍‌ କହୁଥିବା ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ବ୍ୟକ୍ତି ଜଣକ ରେମୁଣା ଅଞ୍ଚଳର ସତ୍ୟ ନାରାୟଣ ନାୟକ ବୋଲି ପରିଚୟ ମିଳିଛି। ତେବେ ରାଜ୍ୟର ବିଭିନ୍ନ ସ୍ଥାନରେ ନିଜର ସଂଘଠନ ମାଧ୍ୟମରେ ନିଜକୁ ଆର୍‌ଏଡବ୍ଲୁୃ୍ୟ ଏଜେଣ୍ଟର ପରିଚୟ ଦେଇ ନକଲି ଚଢ଼ାଉ କରି ଟଙ୍କା ଠକୁଥିବାର ଅଭିଯୋଗ ହୋଇଥିଲା। ମଙ୍ଗଳବାର ସମ୍ବଲପୁର ଜିଲା ହୀରାକୁଦ ଅଞ୍ଚଳରେ ଗୋଟିଏ ମଦ ଦୋକାନରେ ଚଢ଼ାଉ କରିଥିବା ବେଳେ ସମ୍ବଲପୁର ପୋଲଇସ ରାଡାରକୁ ଆସିଥିଲେ। ସମ୍ବଲପୁର ପୋଲିସର ସୂଚନାକ୍ରମେ ରେମୁଣା ପୋଲିସ ମାଷ୍ଟରମାଇଣ୍ଡଙ୍କୁ ଅଟକ ରଖିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!