Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳା ଡାକ କର୍ମଚାରୀଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
July 18, 2024
in Crime, State
ମହିଳା ଡାକ କର୍ମଚାରୀଙ୍କ ମୃତଦେହ ଉଦ୍ଧାର
150
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ବନ୍ଦ ଘର ଭିତରୁ ମହିଳା ଡାକ କର୍ମଚାରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗଞ୍ଜାମ ଜିଲ୍ଲା ବୁଗୁଡ଼ାର ଅରବିନ୍ଦନଗରରେ ରହୁଥିବା ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣଙ୍କ ହେଲେ ଖୋର୍ଦ୍ଧା ସୋରଣ ଗାଁର ରଶ୍ମିତା ବେହେରା। ତାଙ୍କ ଘର ଖୋର୍ଦ୍ଧା ଜିଲ୍ଲା କୁହୁଡି ନିକଟରେ ସୋରଣ ଗ୍ରାମର ବୋଲି ଜଣାପଡିଛି l ରଶ୍ମିତା ବୁଗୁଡ଼ା ପୋଷ୍ଟ ଅଫିସରେ କିଛି ବର୍ଷ ହେବ କାର୍ଯ୍ୟ କରୁଥିଲେ। ବୁଗୁଡ଼ାର ଅରବିନ୍ଦନଗରରେ ଭଡ଼ାରେ ରହୁଥିଲେ। ଗତକାଲି ରଶ୍ମିତା ରହୁଥିବା ଘର କବାଟ ଦୀର୍ଘ ସମୟ ଧରି ବନ୍ଦ ଥିଲା। ଘର ମାଲିକ ରଶ୍ମିତାଙ୍କୁ କବାଟ ବାଡ଼େଇ ଡାକିଥିଲେ ମଧ୍ୟ ସେ ଖୋଲି ନଥିଲେ। ଏନେଇ ଘର ମାଲିକଙ୍କ ସନ୍ଦେହ ହୋଇଥିଲା। ଘଟଣା ସଂପର୍କରେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘରର କବାଟ ତାଡ଼ି ଘରେ ପଶିଥିଲା। ରୁମରୁ ରଶ୍ମିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଥିଲା। ମହିଳା ଡାକ କର୍ମଚାରୀଙ୍କ କିପରି ମୃତ୍ୟୁ ଘଟିଲା?ଏହା ପଛର କ’ଣ କାରଣ ରହିଛି ? ଏନେଇ ପୁଲିସ ଖୋଳତାଡ଼ କରୁଛି। ବୁଗୁଡ଼ା ପୁଲିସ ମୃତଦେହକୁ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!