Monday, August 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଲେପୁର ବଡ ମଠରୁ ନେଇଗଲେ ବିରଳ ରାଧାକୃଷ୍ଣ ଓ ଆଣ୍ଠୁଆ ଗୋପାଳ ମୂର୍ତ୍ତି

by ସଞ୍ଜୟ ସ୍ୱାଇଁ
September 14, 2021
in Crime, State
ସାଲେପୁର ବଡ ମଠରୁ ନେଇଗଲେ ବିରଳ ରାଧାକୃଷ୍ଣ ଓ ଆଣ୍ଠୁଆ ଗୋପାଳ ମୂର୍ତ୍ତି
69
VIEWS
Share on FacebookShare on Twitter

ସାଲେପୁର, (ବାଘୁଆବାର୍ତ୍ତା): କଟକ ଜିଲ୍ଲା ସାଲେପୁର ବଡ ମଠରୁ ବହୁ ମୂଲ୍ୟବାନ ମୃତ୍ତି ଚୋରି । ଲଘୁଚାପ ଜନିତ ଲଗାଣ ବର୍ଷାର ସୁଯୋଗ ନେଇ ଲୁଟେରାମାନେ ମୃତ୍ତି ଚୋରି କରିନେଇଛନ୍ତି । ଚୋରି ମୂର୍ତ୍ତିର ଦାମ୍ ଲକ୍ଷାଧିକ ଟଙ୍କାରୁ ଅଧିକ ହେବ ବୋଲି ସୂଚନା ମିଳିଛି । ଏନେଇ ମଠର ପରିଚାଳକ ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ମଠ ପରିଚାଳକ ହରେକୃଷ୍ଣ ଶାନ୍ତିଙ୍କ ଅଭିଯୋଗ ଅନୁସାରେ, ସାଲେପୁର ଥାନା ମହଣ ପଞ୍ଚାୟତର ପୁରଣ ଗାଁରେ ରହିଛି ବଡ଼ ମଠ । ଲଗାଣ ବର୍ଷାର ସୁଯୋଗ ନେଇ ଚୋରମାନେ ମଠର କବାଟ ଭାଙ୍ଗି ମୂର୍ତ୍ତି ଚୋରି କରି ନେଇଛନ୍ତି। ଚୋରି ସାମଗ୍ରୀ ମଧ୍ୟରେ ବହୁ ପୁରାତନ ମୂଲ୍ୟବାନ ୮ଟି ବଡ଼ହଳ ରାଧାକୃଷ୍ଣ ଯୁଗଳମୃତ୍ତି, ୨ଟି ଛୋଟହଳ ରାଧାକୃଷ୍ଣ ଯୁଗଳମୃତ୍ତି ଓ ଆଣ୍ଠୁଆ ଗୋପାଳ୨ଟି ମୃତ୍ତି ରହିଛି । ଏହାସହ ଲକ୍ଷାଧିକ ଟଙ୍କାର ସାମଗ୍ରୀ ମଧ୍ୟ ଚୋରି ହୋଇଛି। ଘଟଣା ସ୍ଥଳରେ ପୋଲିସ ପହଁଚି ମୃତ୍ତି ଚୋରକୁ ଧରିବା ପାଇଁ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!