Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରାଣ୍ଡେଡ୍‌ କମ୍ପାନୀର ନକଲି ଲୋଗୋରେ ତରଳ ୟୁରିଆ କାରବାର, ୩ ଗିରଫ

by ସଞ୍ଜୟ ସ୍ୱାଇଁ
August 3, 2024
in Crime, State
ବ୍ରାଣ୍ଡେଡ୍‌ କମ୍ପାନୀର ନକଲି ଲୋଗୋରେ ତରଳ ୟୁରିଆ କାରବାର, ୩ ଗିରଫ
106
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ବ୍ରାଣ୍ଡେଡ କମ୍ପାନୀର ନକଲି ଲୋଗୋ ଲଗାଇ ବିକ୍ରି ନକଲି ତରଳ ୟୁରିଆ ବିକ୍ରି କରୁଥିଲେ। ୧୬ ନଂ ରାଜପଥ ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ତୋଟାପଡ଼ା ଛକ ଚା’ ଦୋକାନରେ ଦୀର୍ଘ ଦିନ ଧରି ଚାଲିଥିଲା ନକଲି କାରବାର। ଇଆଇପିଏଫ(ଇଣ୍ଡିଆ)ପ୍ରା ଲିମିଟେଡ ଗୋଇନ୍ଦା ଅଫିସରଙ୍କ ଅଭିଯୋଗ ଆଧାରରେ ପୋଲିସ ଯାଞ୍ଚ ବେଳେ ଏକ ଚା’ ଦୋକାନ ରୁ ୬୪ ଟି ଟାଟା ଡିଇଏଫ୍‌ ଓ ଗଲ୍ଫ ୟୁରିଆ ବାଲ୍‌ଟି ଧରିଥିଲା। ସୂଚନା ଆଧାରରେ କଟକ ଜଗତପୁର ଏକ ଗୋଦାମରେ ଚଢ଼ାଉ ବେଳେ ୨୭୦ ଟାଟା ଡିଇଏଫ୍‌ ଓ ଗଲ୍ଫ ୟୁରିଆ ବକେଟ, ୪ ପ୍ୟାକେଟ୍‌ ୟୁରିଆ ବସ୍ତା, ୪୦ଟି ଖାଲି ବକେଟ ଏବଂ ୨ଟି ସିଣ୍ଟେକ୍ସ ଜବତ କରିଛି। ଏହି ମାମଲାରେ ପୋଲିସ ତୋଟାପଡ଼ାର ଏସ୍‌କେ ଯୁନିଆଦ ଅଲ୍ଲୀ, କଟକ ଗୋଦାମ ମାଲିକ ଶିବ ଚରଣ ସିଂ ଓ ତ୍ରିଲୋଚନ ବେହେରାଙ୍କୁ ଗିରଫ କରିଥିବା ନେଇ ଟାଉନ ଥାନାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସଦର ଏସ୍‌ଡିପିଓ ଦିଲ୍ଲୀପ ଦାସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!