Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚେନ୍ ଲୁଟେରା ଓ ସୁନା କିଣିଥିବା ବ୍ୟବସାୟୀଙ୍କୁ ଗିରଫ କଲା ପୁଲିସ

by ସଞ୍ଜୟ ସ୍ୱାଇଁ
August 3, 2024
in Crime, State
ଚେନ୍ ଲୁଟେରା ଓ ସୁନା କିଣିଥିବା ବ୍ୟବସାୟୀଙ୍କୁ ଗିରଫ କଲା ପୁଲିସ
98
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଚେନ୍ ଲୁଟେରା ସହ ଚୋରୀ ସୁନା କିଣିଥିବା ବ୍ୟବସାୟୀକୁ ଗିରଫ। ଦୁଇ ଅଭିଯୁକ୍ତ ହେଲେ ଭୁବନେଶ୍ବରର କପିଳ ପ୍ରସାଦ ଅଞ୍ଚଳର ସୁନୀଲ ରାଜ ଓ ସୁନା ବ୍ୟବସାୟୀ ତୀର୍ଥ କୁମାର ମଣ୍ଡଳ । ସେମାନଙ୍କ ଠାରୁ ସୁନା ଚେନ ସହ ଏକ ସ୍କୁଟିକୁ ଜବତ କରିଛି ପୋଲିସ । କିଛିଦିନ ତଳେ କୋଲାଥିଆ ଅଞ୍ଚଳର ଶୁଭଶ୍ରୀ ପ୍ରିୟଦର୍ଶିନୀ ଘରକୁ ଫେରୁଥିବା ବେଳେ ଦୁଇ ଜଣ ଯୁବକ ତାଙ୍କୁ ପିଛା କରିଥିଲେ । ଠିକଣା ପଚାରିବା ବାହାନାରେ ତାଙ୍କ ବେକରୁ ସୁନା ଚେନ ଝାମ୍ପି ଫେରାର ହୋଇଯାଇଥିଲେ ଲୁଟେରା । ଏହି ଘଟଣାରେ ଖଣ୍ଡଗିରି ଥାନା ପୋଲିସ ବିଭିନ୍ନ ସ୍ଥାନରେ ଛାନବିନ କରିଥିଲା । ସିସିଟିଭିକୁ ଆଧାର କରି ଅଭିଯୁକ୍ତ ସୁନୀଲ ରାଜ ଓ ସୁନା ବ୍ୟବସାୟୀ ତୀର୍ଥ ମଣ୍ଡଳକୁ ଗିରଫ କରିବା ସହ କୋର୍ଟ ଚାଲାଣ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!