Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୁଖ୍ୟାତ ଅପରାଧୀଙ୍କୁ ଗୋଡ଼ାଇଲେ ୧୦ ଯୁବକ

by ସଞ୍ଜୟ ସ୍ୱାଇଁ
August 22, 2024
in Crime, State
କୁଖ୍ୟାତ ଅପରାଧୀଙ୍କୁ ଗୋଡ଼ାଇଲେ ୧୦ ଯୁବକ
74
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ବଲାଙ୍ଗିର ସହର ଭିତରେ ବୁଲିଲା ଖଣ୍ଡା । କୁଖ୍ୟାତ ଅପରାଧୀ ସୌମ୍ୟରଞ୍ଜନ ଦାସକୁ ଖଣ୍ଡାରେ ମରଣାନ୍ତକ ଆକ୍ରମଣ । ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି ସୌମ୍ୟରଞ୍ଜନ । ଗତକାଲି ସନ୍ଧ୍ୟାରେ ବଲାଙ୍ଗିର ସହର ମାଳପଡା ମେଟକାନି ମନ୍ଦିର ନିକଟରେ କୁଖ୍ୟାତ ଅପରାଧୀ ସୌମ୍ୟ ବୁଲୁଥିଲା। ଏହି ଖବର ପାଇ ୧୦ ଯୁବକ ସେଠାରେ ପହଞ୍ଚିଥିଲେ। ସେମାନେ ଅତର୍କିତ ଭାବେ ସୌମ୍ୟକୁ ଖଣ୍ଡାରେ ଚୋଟ ଉପରେ ଚୋଟ ମାରିଥିଲେ। ସୌମ୍ୟ ରକ୍ତାକ୍ତ ହୋଇ ତଳେ ପଡ଼ି ଯାଇଥିବା ବେଳେ ସେମାନେ ଘଟଣାସ୍ଥଳରୁ ଫେରାର ହୋଇଥିଲେ। ଖବର ପାଇ ପୁଲିସ ଗୁରୁତର ଅବସ୍ଥାରେ ସୌମ୍ୟକୁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତି କରିଛି । ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି। ସୌମ୍ୟ ନାଁରେ ଡକାୟତି, ହତ୍ୟା ଭଳି ଅଭିଯୋଗ ରହିଛି। ପୂର୍ବ ଶତ୍ରୁତାରୁ ଏହି ଆକ୍ରମଣ କରାଯାଇଥିବା ଅନୁମାନ କରାଯାଉଛି । ଟାଉନ ଥାନା ପୁଲିସ୍‌ ଘଟଣାର ତଦନ୍ତ ଜାରି ରଖିଛି। ତେବେ ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ପୁଲିସ୍‌ କାହାକୁ ଗିରଫ କରିନି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!