Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼

by ସଞ୍ଜୟ ସ୍ୱାଇଁ
August 24, 2024
in Crime, State
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼
108
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା କେଶରା ଗାଁରେ କିଛି ଲୋକଙ୍କ ବୋମାମାଡ଼ରେ ୪ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଉଛନ୍ତି କେଶରା ଗାଁର ଲକ୍ଷ୍ମଣ ନାହାକ, ସୁରେଶ ପାଣିଗ୍ରାହୀ, କୃଷ୍ଣ ନାହାକ ଓ ପ୍ରସନ ଗୌଡ଼। ସୂଚନା ମୁତାବକ, ଏହି ୪ ଜଣଙ୍କ ସମେତ ମୋଟ ୫ ଜଣ ବ୍ୟକ୍ତି ସୋରଡ଼ାରେ କାମ ସାରି ୩ଟି ବାଇକ୍‌ରେ ନିଜ ନିଜ ଘରକୁ ଫେରିବା ବେଳେ କିଛି ଲୋକ ପୂର୍ବ ଯୋଜନା ଅନୁଯାୟୀ କେଶରା ଗାଁର କାଳି ମନ୍ଦିର ପାଖରେ ଛକି ରହିଥିଲେ। ସେମାନେ ବାଇକ୍‌ରେ ଆସୁଥିବା ୫ ଜଣ ବ୍ୟକ୍ତିଙ୍କ ଉପରକୁ ପ୍ରଥମେ ତିନିଟି ବୋମା ପକାଇଥିଲେ। ବୋମାମାଡ଼ ପରେ ୫ ଜଣ ଯାକ ବାଇକରୁ ଖସି ପଡ଼ିବା ପରେ ମାରଣାସ୍ତ୍ରରେ ସେମାନଙ୍କ ଉପରେ କରିଥିଲେ ଆକ୍ରମଣ। ଫଳରେ ସେମାନେ ଲହୁଲୁହାଣ ହୋଇଯାଇଥିଲେ। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ୪ ଗୁରୁତରଙ୍କୁ ସୋରଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲା। ସେଠାରେ ସେମାନଙ୍କ ଚିକିତ୍ସା ଚାଲିଛି। ପୁଲିସ୍ ଘଟଣାର ତଦନ୍ତ କରୁଥିବା ବେଳେ ଖବର ଲେଖାଯିବା ପର୍ଯ୍ୟନ୍ତ ଆକ୍ରମଣକାରୀଙ୍କ ସମ୍ପର୍କରେ କିଛି ଜଣାପଡ଼ିନାହିଁ। ତେବେ କୌଣସି ପ୍ରକାର ପୂର୍ବ ଶତ୍ରୁତାରୁ ସେମାନେ ଏହି ଆକ୍ରମଣ କରିଥିବା କୁହାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!