Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁନା ଦୋକାନରୁ ଲୁଟ୍ ଘଟଣା, ସିଆରପିଏଫ୍ ଯବାନଙ୍କ ସହ ୫ ଗିରଫ

by ସଞ୍ଜୟ ସ୍ୱାଇଁ
August 26, 2024
in Crime, State
ସୁନା ଦୋକାନରୁ ଲୁଟ୍ ଘଟଣା, ସିଆରପିଏଫ୍ ଯବାନଙ୍କ ସହ ୫ ଗିରଫ
178
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ସୁନା ଦୋକାନରୁ ଲୁଟ୍ ଘଟଣାରେ ଜଣେ ସିଆରପିଏଫ୍ ଯବାନଙ୍କ ସହ ୫ ଜଣଙ୍କୁ ଗିରଫ କରିଛି ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ପୁଲିସ । ସେମାନଙ୍କ ଠାରୁ ୨ କେଜି ରୁପା, ୧୫୦ ଗ୍ରାମ ସୁନା ସହ ନଗଦ ୫୮ ହଜାର ଟଙ୍କା ଜବତ କରାଯାଇଛି । ସୁନାମୋହି ଗ୍ରାମର ଶ୍ରୀରୁଦ୍ର ସାଇ ସୁନା ଦୋକାନରୁ ଲୁଟ ଘଟଣାରେ ପୁଲିସକୁ ମିଳିଛି ଏହି ସଫଳତା । ଏହି ମାମଲାର ତଦନ୍ତ ବେଳେ ଏଥିରେ ଏକ ଆନ୍ତଃରାଜ୍ୟ ଡକାୟତ ଦଳର ସମ୍ପୃକ୍ତି ଥିବା ପୁଲିସ ଜାଣିବାକୁ ପାଇଥିଲା। ଅଭିଯୁକ୍ତ ମାନଙ୍କୁ ଧରିବା ପାଇଁ ପୁଲିସ ମହାରାଷ୍ଟ୍ର ଅଞ୍ଚଳକୁ ଯାଇଥିଲା । ତେବେ ଏହି ଗ୍ୟାଙ୍ଗକୁ ଧରିବା ପରେ ଏହା ବିହାରର ଜଣେ CRPF ଯବାନଙ୍କ ଦ୍ୱାରା ପରିଚାଳିତ ହେଉଥିବା ଜାଣି ପୁଲିସ ଚକିତ ହୋଇଯାଇଥିଲା। ଏହି ମାମଲାରେ ୮ ଜଣଙ୍କ ସମ୍ପୃକ୍ତି ଥିବା ବେଳେ ଆଉ ୩ ଜଣଙ୍କୁ ଗିରଫ କରାଯାଇପାରିନାହିଁ। ସୂଚନାଯୋଗ୍ୟ, ଗତ ଜୁଲାଇ ୧୩ ତାରିଖ ସଂଧ୍ୟାରେ ଶ୍ରୀରୁଦ୍ର ସାଇ ସୁନା ଦୋକାନ ମାଲିକଙ୍କୁ ବନ୍ଧୁକ ଦେଖାଇ ୩ ଜେକି ସୁନା ଓ ୮ କେଜି ରୁପା ଅଳଙ୍କାର ସହିତ ନଗଦ ୨ ଲକ୍ଷ ଟଙ୍କା ଲୁଟ ନେଇଥିଲେ ଗିରଫ ଅଭିଯୁକ୍ତମାନେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!