Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୁକୁଡ଼ା ଫାର୍ମ ମାଲିକଙ୍କୁ ଗୁଳି କରି ହତ୍ୟା

by ସଞ୍ଜୟ ସ୍ୱାଇଁ
August 27, 2024
in Crime, State
କୁକୁଡ଼ା ଫାର୍ମ ମାଲିକଙ୍କୁ ଗୁଳି କରି ହତ୍ୟା
166
VIEWS
Share on FacebookShare on Twitter

ଝାରସୁଗୁଡ଼ା, (ବାଘୁଆବାର୍ତ୍ତା): ସଦର ଥାନା ଅନ୍ତର୍ଗତ ବେହେରାପାଟରେ ବ୍ୟବସାୟିକ କାରଣକୁ କେନ୍ଦ୍ର କରି କୁକୁଡ଼ା ଫାର୍ମ ମାଲିକଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ମୃତକ ହେଲେ ଝାରସୁଗୁଡ଼ା ଥାନା ଅନ୍ତର୍ଗତ ମଙ୍ଗଳ ବଜାରର ଏମଡି ଶାହାଜାହାନ ଖାଁ। ତେବେ ମୃତକ ଶାହାଜାହାନଙ୍କ ଶବକୁ ଝାରସୁଗୁଡ଼ା – ସମ୍ବଲପୁର ସୀମାନ୍ତ ରଂପେଲା ସେତୁରୁ ତଳକୁ ଫିଙ୍ଗି ଦିଆ ଯାଇଥିବା ନେଇ ଜଣା ପଡ଼ିବା ପରେ ପୁଲିସ ପକ୍ଷରୁ ପାଣିରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି। ସେପଟେ ଗୁଳିକାଣ୍ଡ ହୋଇଥିବା ସ୍ଥାନରେ ଏସପି ସ୍ମିତ୍ ପି ପର୍ମାର ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସାଇଣ୍ଟୀଫିକ ଟିମ୍ ଓ ଡଗ ସ୍କୁଆଡ ଟିମ୍ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣାରେ ପୁଲିସ ଜଣେ ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!