Monday, August 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଘରେ ପଶି ଆକ୍ରମଣ, ମାଆ-ପୁଅ ଦୁହେଁ ଗୁରୁତର

by ସଞ୍ଜୟ ସ୍ୱାଇଁ
September 15, 2021
in Crime, State
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଘରେ ପଶି ଆକ୍ରମଣ, ମାଆ-ପୁଅ ଦୁହେଁ ଗୁରୁତର
45
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ। ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଜଗବନ୍ଧୁ ପୋଖରୀ ହୁଡା ସାହିରେ କିଛି ଦୁର୍ବୃତ୍ତ ମାଆ-ପୁଅଙ୍କୁ ଆକ୍ରମଣ କରିଛନ୍ତି। ଘାତକ ଆକ୍ରମଣରେ ଦୁଇଜଣ ଆହାତ ହୋଇଛନ୍ତି। ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଜଗବନ୍ଧୁ ପୋଖରୀ ହୁଡା ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ। ଅକାରଣରେ ୫ରୁ ଅଧିକ ଦୁର୍ବୃତ୍ତ ପୋଖରୀ ହୁଡା ସାହିରେ ସନୁ ନାୟକ ନାମକ ଜଣେ ଯୁବକଙ୍କୁ ଆକ୍ରମଣ କରିଥିବା ବେଳେ ତାଙ୍କ ଘରେ ପଶି ତାଙ୍କ ମାଆଙ୍କୁ ଆକ୍ରମଣ କରିଛନ୍ତି। ଦୁର୍ବୃତ୍ତଙ୍କ ଆକ୍ରମଣରେ ଦୁହେଁ ମାଆ-ପୁଅ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!