Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତାରୁ ଆକ୍ରମଣ, ୨ଜଣ ଗୁରୁତର ଭାବେ ଆହତ

by ସଞ୍ଜୟ ସ୍ୱାଇଁ
December 20, 2024
in Crime, State
ପୂର୍ବ ଶତ୍ରୁତାରୁ ଆକ୍ରମଣ, ୨ଜଣ ଗୁରୁତର ଭାବେ ଆହତ
26
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ। ଏଥିରେ ଜଣେ ଗୁରୁତର ଜଣେ ଆହତ । ଉଭୟ ଆନନ୍ଦପୁର ମେଡ଼ିକାଲରେ ଭର୍ତ୍ତି । ଏଭଳି ଘଟଣା ଘଟିଛି ଆନନ୍ଦପୁର ଥାନା କଣ୍ଟିପାଳ ପଂଚାୟତ ଖିଲାର ସାହିରେ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବିଜୁ ପରିଡ଼ାଙ୍କୁ ଆକ୍ରମଣ କରିଥିଲେ ଶିବ ଖିଲାରଙ୍କ ପରିବାର ଲୋକ । ଏଥିରେ ବିଜୁ ପରିଡ଼ା ଏବଂ ତାଙ୍କ ଶାଶୂ ପ୍ରମିଳା ପଲେଇ ଗୁରୁବାର ଭାବେ ଆହତ ହୋଇଛନ୍ତି । ଉଭୟ ଆହତଙ୍କୁ ପରିବାର ଲୋକେ ଆନନ୍ଦପୁର ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରିଛନ୍ତି । ସୂଚନା ଅନୁଯାୟୀ, ପୂର୍ବରୁ ଇଟା ପକାଇବା ନେଇ ବିଜୁ ପରିଡ଼ା ଏବଂ ଶିବ ଖିଲାରଙ୍କ ମଧ୍ୟରେ ଶତ୍ରୁତା ଥିଲା । ଶୁକ୍ରବାର ବିଜୁ ନିଜ କାମରେ ଯାଉଥିବା ସମୟରେ ଅଚାନକ ଶିବ ଖିଲାରଙ୍କ ସମେତ ତାଙ୍କ ପରିବାର ଲୋକ ଏବଂ ଅନ୍ୟ ୨ଜଣ ତାଙ୍କୁ ଆକ୍ରମଣ କରିଥିଲେ । ଠେଙ୍ଗାରେ ମାରପିଟ୍ କରିଥିବା ଅଭିଯୋଗ ହୋଇଛି । ଏଘଟଣା ନେଇକୁ ଆନନ୍ଦପୁର ଥାନାରେ ଅଭିଯୋଗ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!