Monday, August 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାତାଳୀ ଶ୍ରୀକ୍ଷେତ୍ର ପାହାଡ଼ ଉପରେ ଥିବା ଜଗନ୍ନାଥ ମନ୍ଦିରରୁ ଚୋରି

by ସଞ୍ଜୟ ସ୍ୱାଇଁ
September 15, 2021
in Crime, State
ପାତାଳୀ ଶ୍ରୀକ୍ଷେତ୍ର ପାହାଡ଼ ଉପରେ ଥିବା ଜଗନ୍ନାଥ ମନ୍ଦିରରୁ ଚୋରି
56
VIEWS
Share on FacebookShare on Twitter

ସୁବର୍ଣ୍ଣପୁର, (ବାଘୁଆବାର୍ତ୍ତା): ସୁବର୍ଣ୍ଣପୁର ଜିଲ୍ଲା କୋଟସମଲାଇ ପାତାଳୀ ଶ୍ରୀକ୍ଷେତ୍ର ପାହାଡ଼ ଉପରେ ଥିବା ଜଗନ୍ନାଥ ମନ୍ଦିରରୁ ଚୋରି। ଦାନ ହୁଣ୍ଡିକୁ ଉଠାଇ ନେଲେ ଦୁର୍ବତ୍ତ। ଠାକୁରଙ୍କ ପାଟ ଶାଢ଼ୀ ଓ ରୁପା ଗଡୁ ବି ଛାଡିଲେନି ଚୋର । ପାତାଳୀ ଶ୍ରୀକ୍ଷେତ୍ର ତ୍ରିକୁଟ ପାହାଡ଼ରେ ତିନି ଠାକୁର ପୂଜା ପାଇ ଆସୁଛନ୍ତି । ଆଜି ସକାଳୁ ମନ୍ଦିର ପୂଜକ ଗୁନା ପଣ୍ଡା ମନ୍ଦିରକୁ ଗଲା ପରେ ସେଠାରେ ମହାପ୍ରଭୁଙ୍କ ହୁଣ୍ଡି, ପାଟ ଶାଢ଼ୀ ଓ ରୁପା ଗଡୁ ନଥିବା ଦେଖିଥିଲେ । ଏନେଇ ପାତାଳୀ ଶ୍ରୀକ୍ଷେତ୍ର କମିଟିକୁ ଖବର ଦିଆଯାଇଥିଲା । କମିଟି ପକ୍ଷରୁ ପୋଲିସ ଖବର ଦିଆଯାଇଛି । ପାହାଡ଼ ତଳେ ଭଙ୍ଗା ହୁଣ୍ଡି ପଡିଥିବା ଦେଖିବାକୁ ମିଳିଛି। ଏନେଇ ଥାନାରେ ଅଭିଯୋଗ ହୋଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!