Wednesday, September 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳାଙ୍କୁ ମାରି ପୋତିଥିଲେ ଯୁବକ, ଠାବ ହେଲା ମୃତଦେହ

by ସଞ୍ଜୟ ସ୍ୱାଇଁ
January 22, 2025
in Crime, State
ମହିଳାଙ୍କୁ ମାରି ପୋତିଥିଲେ ଯୁବକ, ଠାବ ହେଲା ମୃତଦେହ
38
VIEWS
Share on FacebookShare on Twitter

କରଞ୍ଜିଆ, (ବାଘୁଆବାର୍ତ୍ତା): ମହିଳାଙ୍କୁ ମାରି ପୋତିଦେଲା ଯୁବକ । ୫ ଦିନ ପରେ ମୃତଦେହ ଠାବ କଲା ପୋଲିସ । ମୟୁରଭଞ୍ଜ ଜିଲ୍ଲା ରରୁଆଁ ଥାନା ବୈଦ୍ୟନାଥ ଗ୍ରାମ ପଞ୍ଚାୟତ ମହୁଲଡିହା ଗାଁରେ ଘଟିଛି ଏହି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଜାରି ରଖିଛି । ଖବର ଅନୁଯାୟୀ, ମୃତ ମହିଳା ଜଣଙ୍କ ଚମ୍ପୁଆ ନିକଟ ରାରୁଆଗଡ଼ା ଗାଁର ପାଟ କାରୁଆ । ସେ ଦୀର୍ଘ ବର୍ଷ ହେବ ଅଭିଯୁକ୍ତ ହତ୍ୟାକାରୀ ଯୁବକ ସନାରାମ ହେସା ପିଙ୍ଗୁଆଙ୍କ ସହ ମହୁଲିଡ଼ା ଗାଁରେ ଏକାଠି ରହିଆସୁଥିଲେ ।ଗତ ୧୪ରୁ ୧୬ ତାରିଖ ମଧ୍ୟରେ ମହିଳାଙ୍କୁ ହତ୍ୟାକାରି ଅଭିଯୁକ୍ତ ଯୁବକ ସନାରାମ୍ ହେସା ପିଙ୍ଗୁଆ ମୃତଦେହକୁ ପୋତି ଦେଇ ଫେରାର ହୋଇଯାଇଥିବା ସୂଚନା ଦେଇଛି ପୋଲିସ । ତେବେ କୌଣସି ସୁତ୍ରରୁ ଖବର ପାଇ ରରୁଆଁ ପୋଲିସ ମୃତଦେହକୁ ମାଟିତଳୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ରରୁଆଁ ଥାନାରେ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଥିବା ବେଳେ ଅଭିଯୁକ୍ତକୁ ଗିରଫ ପାଇଁ ବିଭିନ୍ନ ଚଢାଉ ଜାରି ରଖିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!