Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭଡ଼ାଘରୁ ମିଳିଲା ନବବଧୂଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
February 10, 2025
in Crime, State
‘ବାଘୁଆବାର୍ତ୍ତା’ ଖବର ଉତ୍ତାରିଲେ ହେବ ମାମଲା
91
VIEWS
Share on FacebookShare on Twitter

ଗୁଣୁପୁର, (ବାଘୁଆବାର୍ତ୍ତା): ରାୟଗଡ଼ା ଜିଲ୍ଲା ଗୁଣୁପୁର ଥାନା ଗଣେଷ ନଗରରେ ଅଘଟଣ ।ଭଡ଼ାଘରୁ ମିଳିଲା ନବବଧୂଙ୍କ ମୃତଦେହ । ଘର ଭିତରୁ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍ ଜାରି ରଖିଛି । ଖବର ଅନୁଯାୟୀ, ମୃତକ ନବବଧୂ ଜଣକ ଘର ପାରଳାଖେମୁଣ୍ଡି ସହରର ବିଦ୍ୟାନଗର ବୋଲି ଜଣାପଡିଛି। ନବବଧୂ ଜଣଙ୍କ ୩ ଜୁଲାଇ ୨୦୨୪ରେ କୁଞ୍ଜବିହାରୀ ବଡ଼କୁମାର ତାଙ୍କ ଝିଅକୁ ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ଗାଁର ଶତର ଚନ୍ଦ୍ର ମାଝୀଙ୍କ ପୁଅ ଦେବାଶିଶ ମାଝୀଙ୍କୁ ବିବାହ କରାଇଥିଲେ । ନବବଧୂ ଜଣଙ୍କ ଜଣେ ପୋଷ୍ଟାଲ କର୍ମଚାରୀ ଥିବା ଜଣାପଡିଛି । ବିବାହକୁ ୮ ମାସ ବିତିଯାଇଥିଲା । ହେଲେ ଗତରାତିରେ ତାଙ୍କ ମୃତଦେହ ଠାବ ହୋଇଛି । ଯାହାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ପରିବାର ଲୋକ । ଝିଅ ବିବାହ ହେବା ପରଠୁ ଯୌତୁକ ଜନିତ ନିର୍ଯ୍ୟାତନା ଦିଆଯାଉଥିବା ମୃତକଙ୍କ ବାପା ଗୁଣୁପୁର ଥାନାରେ ଅଭିଯୋଗ । ଏହାପରେ ମୃତଦେହକୁ ଶବ ବ୍ୟବଚ୍ଛେଦ ନିମନ୍ତେ ଗୁଣୁପୁର ଉପଖଣ୍ଡସ୍ତରୀୟ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାର ଛାନ୍‌ଭିନ୍ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!