Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରିନ୍ସପାଲଙ୍କୁ ନକଲି ଇମେଲ କରି ଗିରଫ ହେଲେ ଅଧ୍ୟାପକ

by ସଞ୍ଜୟ ସ୍ୱାଇଁ
September 17, 2021
in Crime, State
ପ୍ରିନ୍ସପାଲଙ୍କୁ ନକଲି ଇମେଲ କରି ଗିରଫ ହେଲେ ଅଧ୍ୟାପକ
65
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ଉଚ୍ଚଶିକ୍ଷା ବିଭାଗ ସଚିବଙ୍କ ନାଁରେ କଲେଜ ପ୍ରିନ୍ସପାଲଙ୍କୁ ନକଲି ଇମେଲ କରି ଗିରଫ ହେଲେ ଅଧ୍ୟାପକ। ଏପରି ସାଂଘାତିକ ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ପରମାଣପୁର ସ୍ଥିତ ଝସକେତନ ସାହୁ ଡିଗ୍ରୀ କଲେଜରେ। ନିଯୁକ୍ତିରେ ଅନିୟମିତତା ଅଭିଯୋଗ କରି କଲେଜ ପ୍ରିନ୍ସପାଲଙ୍କୁ ଉଚ୍ଚଶିକ୍ଷା ବିଭାଗ ନାଁରେ ନକଲି ଇମେଲ କରିଥିଲେ କଲେଜର ଅର୍ଥନୀତି ବିଭାଗ ଅଧ୍ୟାପକ ପରେଶ କୁମାର ଭୋଇ। ଏନେଇ ପ୍ରିନ୍ସପାଲ ଗତ ୧୪ ତାରିଖରେ ସାଇବର ଥାନାରେ ଅଭିଯୋଗ କରିବା ପରେ ପୁଲିସ ତଦନ୍ତ ଆରମ୍ଭ କରିଥିଲା। ଏହି ଘଟଣାରେ ଅଧ୍ୟାପକ ପରେଶ କୁମାର ଭୋଇଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିବା ପରେ ତାଙ୍କୁ ଗିରଫ କରିଛି ପୁଲିସ୍‌ । ଅଭିଯୁକ୍ତ ବ୍ୟବହାର କରୁଥିବା ୨ ଟି ମୋବାଇଲ ମଧ୍ୟ ଜବତ କରାଯାଇଛି। ଏହି ଘଟଣାରେ ପୁଲିସ୍‌ ଅଧିକ ତଦନ୍ତ ଜାରି ରଖିଛି।

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026
ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!