Thursday, March 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ୪ ଜଣ ଗିରଫ

by ସଞ୍ଜୟ ସ୍ୱାଇଁ
September 17, 2021
in Crime, State
ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ୪ ଜଣ ଗିରଫ
11
VIEWS
Share on FacebookShare on Twitter

ରାଇରଙ୍ଗପୁର, (ବାଘୁଆବାର୍ତ୍ତା): ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ୪ ଜଣ ଗିରଫ । ମୟୁରଭଞ୍ଜ ଜିଲ୍ଲା ବହଳଦା ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଥିଲା । ମୟୁରଭଞ୍ଜ ଜିଲ୍ଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ୪ ଜଣ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଇଟାଭାଟି ନିକଟରେ ଖେଳୁଥିବା ବେଳେ ଟେକି ନେଇ ଦୁଷ୍କର୍ମ କରିଥିଲେ । ଅଭିଯୋଗକୁ ଆଧାର କରି ୨ ନାବାଳକ ସମେତ ୪ ଜଣଙ୍କୁ ଗିରଫ କରିଛି ପୋଲିସ ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!