Wednesday, February 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମେଡିକାଲରେ ଗୁଣ୍ଡା ଗର୍ଦି କରିବା ପଡିଲା ମହଙ୍ଗା

by ସଞ୍ଜୟ ସ୍ୱାଇଁ
September 17, 2021
in Crime, State
ମେଡିକାଲରେ ଗୁଣ୍ଡା ଗର୍ଦି କରିବା ପଡିଲା ମହଙ୍ଗା
89
VIEWS
Share on FacebookShare on Twitter

ଚଣ୍ଡିଖୋଲ, (ବାଘୁଆବାର୍ତ୍ତା): ମେଡିକାଲରେ ଗୁଣ୍ଡା ଗର୍ଦି କରିବା ପଡିଲା ମହଙ୍ଗା । ଗିରଫ ହେଲେ ବିଜେପି ନେତା । ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ପୋଲିସ ବିଜେପି ନେତା ଯଶଦୀପ୍ତ ସାମଲ ଓ ସହଯୋଗୀ ଅଧୀର ଜେନାଙ୍କୁ ଗିରଫ କରିଛି । କିଛି ଦିନ ପୂର୍ବରୁ ଯଶୋଦୀପ୍ତ ଓ ତାଙ୍କ ସହଯୋଗୀ ଗୋପାଳପୁର ମେଡିକାଲରେ ପଶି କିଛି ସ୍ବାସ୍ଥ୍ୟ କର୍ମୀଙ୍କୁ ଆଶାଳୀନ ବ୍ୟବହାର କରିବା ସହ ମାରପିଟ କରିଥିବା ନେଇ ମେଡିକାଲ ଅଧିକାରୀ ବାଲିଚନ୍ଦ୍ରପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ବାଲିଚନ୍ଦ୍ରପୁର ପୋଲିସ ଅଭିଯୋଗ ଆଧାର କରି ଶୁକ୍ରବାର ଯଶୋଦୀପ୍ତ ସାମଲ ଓ ତାଙ୍କ ସହଯୋଗୀ ଅଧର ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ବିଜେପି ନେତା ଯଶୋଦୀପ୍ତ ସାମଲଙ୍କ ପତ୍ନୀ ବଡ଼ଚଣା ବ୍ଲକର ଉପାଧ୍ୟକ୍ଷା ଅଟନ୍ତି । ଯଶୋଦୀପ୍ତ ବଡ଼ଚଣା ବିଜେପିର ଜଣେ ଆଗ ଧାଡ଼ିର ନେତା ହୋଇଥିବା ବେଳେ ରାଜ୍ୟ ବିଜେପିର ତୁଙ୍ଗ ନେତାଙ୍କ ସହ ଦେଖିବାକୁ ମିଳିଥିଲା । ହେଲେ ବିଜେପି ନେତାଙ୍କ ଏଭଳି ଆଚରଣକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!