Wednesday, February 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମ ବ୍ୟାପାରକୁ ନେଇ ଯୁବକଙ୍କୁ ଛୁରି ମାରି ହତ୍ୟା

by ସଞ୍ଜୟ ସ୍ୱାଇଁ
September 17, 2021
in Crime, State
ପ୍ରେମ ବ୍ୟାପାରକୁ ନେଇ ଯୁବକଙ୍କୁ ଛୁରି ମାରି ହତ୍ୟା
63
VIEWS
Share on FacebookShare on Twitter

ଗଜପତି, (ବାଘୁଆବାର୍ତ୍ତା): ରାୟଗଡ ଥାନା ଅନ୍ତର୍ଗତ ଜିରାଙ୍ଗ ହାଟରେ ଅଘଟଣ । ଜିରାଙ୍ଗ ସାପ୍ତାହିକ ହାଟରେ ଯୁବକକୁ ଛୁରାମାଡ। ଜନଗହଳି ପୂର୍ଣ୍ଣ ହାଟରେ ଛୁରାମାଡ କରିଛି ଆକ୍ରମଣକାରୀ । ଗୁରୁତର ଅବସ୍ଥାରେ ଆହତ ଯୁବକଙ୍କୁ ଚିକିତ୍ସା ପାଇଁ ୧୦୮ ଆମ୍ବୁଲାନ୍ସରେ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ସେଠାରେ ଆହତ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକ ହେଉଛନ୍ତି ରାସିବାଡ ଗ୍ରାମର ଅଜାମ୍ବର ଦାଣ୍ଡିଆଙ୍କ ପୁଅ ରଞ୍ଜିତ ଦାଣ୍ଡିଆ । ପୋଲିସ ଆକ୍ରମଣକାରୀଙ୍କୁ କାବୁ କରିଥିବା ବେଳେ ଆକ୍ରମଣକାରୀ ବାପୁନୀ ଆଚାରୀ ବୋଲି ଜଣାପଡିଛି । ଅଭିଯୁକ୍ତ ବ୍ରହ୍ମପୁର ଅଞ୍ଚଳର ହୋଇଥିବା ସୂଚନା ମିଳିଛି । ତେବେ ପ୍ରେମ ବ୍ୟାପାରକୁ ନେଇ ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ପୋଲିସ ଆକ୍ରମଣକାରୀକୁ ଅଟକ ରଖି ପଚରା ଉଚରା ଜାରି ରଖିଛି । ତେବେ ବିବାହ ପୂର୍ବରୁ ସୁଚିତ୍ରା ଦଣ୍ଡିଆକୁ ପ୍ରେମ ନିବେଦନ କରି ଆସୁଥିଲା । କିନ୍ତୁ ପରବର୍ତ୍ତୀ ସମୟରେ ଅନ୍ୟ ପୁଅ ସହ ସୁଚିତ୍ରାର ବିବାହ ହୋଇଥିଲା । ଇତି ମଧ୍ୟରେ ଆକ୍ରମଣକାରୀ ସୁଚିତ୍ରାକୁ ବାପିନୀ ହଇରାଣ ହରକତ କରୁଥିବା ବେଳେ ଶୁକ୍ରବାର ସ୍ବାମୀ ସହ ଜିରାଙ୍ଗ ହାଟକୁ ଆସିବା ସମୟରେ ଅତର୍କିତ ଭାବେ ସ୍ବାମୀ ରଞ୍ଜିତକୁ ଛୁରାରେ ଆକ୍ରମଣ କରିଥିଲା ବୋଲି କହିଛନ୍ତି ରଞ୍ଜିତଙ୍କ ସ୍ତ୍ରୀ ଓ ପରିବାର ଲୋକେ ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!