Wednesday, August 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ବରରୁ ୫୦ କେଜି ଗଞ୍ଜେଇ ଜବତ, ଫୁଲବାଣୀରୁ ପଶ୍ଚିମବଙ୍ଗକୁ ହେଉଥିଲା ଚାଲାଣ

by ସଞ୍ଜୟ ସ୍ୱାଇଁ
September 17, 2021
in Crime, State
ଭୁବନେଶ୍ବରରୁ ୫୦ କେଜି ଗଞ୍ଜେଇ ଜବତ, ଫୁଲବାଣୀରୁ ପଶ୍ଚିମବଙ୍ଗକୁ ହେଉଥିଲା ଚାଲାଣ
83
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଭୁବନେଶ୍ବରରୁ ପୁଣି ଚୋରା ଗଞ୍ଜେଇ ଜବତ । ୫୦ କେଜି ଗଞ୍ଜେଇ ଜବତ କରିଛି ଭରତପୁର ଥାନା ପୋଲିସ । ଏଥିସହ ୪ ଜଣଙ୍କୁ ଗିରଫ କରିଛି ପୋଲିସ। ଫୁଲବାଣୀରୁ ଚୋରାରେ ଗଞ୍ଜେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା । ଭରତପୁର ଥାନା ପୋଲିସ ଖବର ପାଇ ଚଢାଉ କରି ଗଞ୍ଜେଇ ଜବତ କରିଥିଲା। ୫୦ କେଜି ଗଞ୍ଜେଇ ଜବତ କରିଥିଲା। ଏଥିସହ ୪ ଜଣଙ୍କୁ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ଦୁଇଜଣ ପଶ୍ଚିମବଙ୍ଗର ହୋଇଥିବା ବେଳେ ଅନ୍ୟ ଦୁଇଜଣ ଭରତପୁର ବାସିନ୍ଦା । କେତେ ଦିନ ଓ କେତେ ଥର ଏମାନେ ଏଭଳି ଗଂଜେଇ ଚୋରା ଚାଲାଣ କରିଆସୁଥିଲେ ତାହାର ତଦନ୍ତ କରୁଛି ପୋଲିସ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!