Wednesday, August 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତେଲେଙ୍ଗାନା ପୋଲିସ ଡିଜିପିଙ୍କ ନିକଟରେ ଆତ୍ମସମର୍ପଣ କରିଛି ହାର୍ଡକୋର ମହିଳା ମାଓବାଦୀ ସାରଦା

by ସଞ୍ଜୟ ସ୍ୱାଇଁ
September 17, 2021
in Crime, State
ତେଲେଙ୍ଗାନା ପୋଲିସ ଡିଜିପିଙ୍କ ନିକଟରେ ଆତ୍ମସମର୍ପଣ କରିଛି ହାର୍ଡକୋର ମହିଳା ମାଓବାଦୀ ସାରଦା
59
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ମାଓ ସଙ୍ଗଠନକୁ ଶକ୍ତ ଧକ୍କା । ତେଲେଙ୍ଗାନା ପୋଲିସ ଡିଜିପିଙ୍କ ନିକଟରେ ଆତ୍ମସମର୍ପଣ କରିଛି ହାର୍ଡକୋର ମହିଳା ମାଓବାଦୀ ସାରଦା । ସାରଦା ଆନ୍ଧ୍ରପ୍ରଦେଶ ମହୁବୁବାବାଦ ଜିଲ୍ଲାର ବାସିନ୍ଦା । ସେ ୧୯୯୪ ମସିହାରେ ମାଓ ସଙ୍ଗଠନରେ ଜଣେ ସକ୍ରିୟ ସଦସ୍ୟ ଭାବେ ଯୋଗ ଦେଇଥିଲା । ଏହାପରେ ଡିସିଏମ ପଦରେ ପଦୋନ୍ନତି ପାଇ ଦୀର୍ଘ ୨୭ବର୍ଷ ଧରି ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଓଡ଼ିଶା ଓ ଛତିଶଗଡ଼ରେ ଘଟିଥିବା ବିଭିନ୍ନ ହିଂସାକାଣ୍ଡ ଘଟଣାରେ ସାମିଲ ଥିବା ନେଇ ତେଲେଙ୍ଗାନା ପୋଲିସ ସୂଚନା ଦେଇଛି । ପୂର୍ବରୁ ସାରାଦାର ସ୍ବାମୀ କେନ୍ଦ୍ରୀୟ କମିଟି ସଦସ୍ୟ ହରିଭୂଷଣ ଜଙ୍ଗଲରେ କୋଭିଡରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ବେଳେ, ଶରୀର ଅସୁସ୍ଥତା ଏବଂ ମାଓ ସଙ୍ଗଠନରେ ପୂର୍ବ ନୀତି ଆଦର୍ଶ ନଥିବା ଦେଖି ସାରଦା ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛି । ଆତ୍ମ ସମର୍ପଣ କରିବା ପରେ ତେଲେଙ୍ଗାନା ଡିଜିପି ସାରଦାକୁ ୫ ଲକ୍ଷ ଟଙ୍କାର ଏକ ବ୍ୟାଙ୍କ ଡ୍ରାଫ୍ଟ ଦେବା ସହ ସରକାରଙ୍କ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି କହିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!